୨୧ ଡିସେମ୍ବର, ବୁଧବାର: ମହିଳାମାନେ ଧର୍ମକାର୍ଯ୍ୟରେ ମନ ଦେବେ

ମେଷ: ବିଭିନ୍ନ କାରଣରୁ ମାନସିକ ଅଶାନ୍ତି ଦେଖାଦେବ। ଶାରିରୀକ ଅସୁସ୍ଥତା ଅନୁଭବ କରିବେ। ମହିଳାମାନେ ଚିନ୍ତିତ ରହିବେ। ବୃଷ:ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭ ପାଇବେ। ନୂତନ ମୁଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ ସମସ୍ୟାର ସମାଧାନ ହୋଇଯିବ। ମିଥୁନ: କର୍ମକ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ ଆୟପନ୍ଥା ମିଳିବାର ସୁଯୋଗ ପାଇବେ। କର୍କଟ: କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେଇପାରେ। ସେଥିପାଇଁ ମନ ଅଶାନ୍ତ ରହିବ। ପରିବାରରରେ ଶାନ୍ତି ଦେଖାଦେବ। ମହିଳାମାନେ ଧର୍ମକାର୍ଯ୍ୟରେ ମନ […]

RASI

RASI

Tapaswini Nayak
  • Published: Wednesday, 21 December 2022
  • Updated: 21 December 2022, 07:38 AM IST

Sports

Latest News

ମେଷ: ବିଭିନ୍ନ କାରଣରୁ ମାନସିକ ଅଶାନ୍ତି ଦେଖାଦେବ। ଶାରିରୀକ ଅସୁସ୍ଥତା ଅନୁଭବ କରିବେ। ମହିଳାମାନେ ଚିନ୍ତିତ ରହିବେ।

ବୃଷ:ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭ ପାଇବେ। ନୂତନ ମୁଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ ସମସ୍ୟାର ସମାଧାନ ହୋଇଯିବ।

ମିଥୁନ: କର୍ମକ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ ଆୟପନ୍ଥା ମିଳିବାର ସୁଯୋଗ ପାଇବେ।

କର୍କଟ: କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେଇପାରେ। ସେଥିପାଇଁ ମନ ଅଶାନ୍ତ ରହିବ। ପରିବାରରରେ ଶାନ୍ତି ଦେଖାଦେବ। ମହିଳାମାନେ ଧର୍ମକାର୍ଯ୍ୟରେ ମନ ଦେବେ।

ସିଂହ: ବ୍ୟବସାୟରେ ଲାଭବାନ ହେବେ। ନୂତନ ବାହାନ କ୍ରୟ କରିପାରନ୍ତି। ମହିଳାମାନେ ସୁଖୀ ହେବେ।

କନ୍ୟା: କର୍ମକ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ।

ତୁଳା: ସାଙ୍ଗମାନଙ୍କୁ ଅଧିକ ବିଶ୍ୱାସ କଲେ ବ୍ୟବସାୟ କାର୍ଯ୍ୟର ଗତି ବୃଦ୍ଧି ପାଇବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ବିଚ୍ଛା: ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ । ଦାମୀ ଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇପାରନ୍ତି । ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହେବେ।

ଧନୁ: ସମ୍ପତ୍ତି ପ୍ରସଙ୍ଗରେ ସଫଳତା ମିଳିବା ସହ କ୍ୟାରିଅରରେ ବିଶେଷ ସଫଳତା ପାଇବେ । ସକାରାତ୍ମକ ଚିନ୍ତା ମନକୁ ଆସିବା ଫଳରେ ଘରେ ସୁଖ ଶାନ୍ତିର ପରିବେଶ ରହିବ । ଅନ୍ୟ ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବାଠାରୁ ଦୂରେଇ ରୁହନ୍ତୁ ।

ମକର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇଁ ଟିକେ ଚିନ୍ତିତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

କୁମ୍ଭ: ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଓ ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ମାଲିକମାନେ ଆପଣଙ୍କ ଲକ୍ଷ୍ୟ ପୂରଣ କରିବାରେ ସାହାଯ୍ୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ମଜବୁତ ହେବ । ସମସ୍ତ ପ୍ରୟାସ ଫଳପ୍ରଦ ହେବା ଫଳରେ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ଇର୍ଷା କରିପାରନ୍ତି  । ଅଧ୍ୟୟନରେ ଆପଣ ଭଲ ଲାଭ ପାଇବେ ଓ ଭବିଷ୍ୟତ ଯୋଜନାରେ ଟଙ୍କା ବିନିଯୋଗ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story