୮ ସେପ୍ଟେମ୍ବର,ମଙ୍ଗଳବାର: ପରିବାରରେ ହସଖୁସିର ବାତାବରଣ ରହିବ

ମେଷ: ପ୍ରତିଟି କାର୍ଯ୍ୟ ଯୋଜନା ମୁତାବକ ଆଗେଇ ଚାଲିବ। ଆତ୍ମବଳ ବଢ଼ିବ। ନୂତନ ବନ୍ଧୁ ମିଳନ ହେତୁ ମନଖୁସି ରହିବ।

ବୃଷ: ଶତ୍ରୁମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନ ବିଚଳିତ ରହିବ।

କନ୍ୟା:ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ।

ତୁଳା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା:  ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଛାତ୍ରଛାତ୍ରୀମାନେ ପାଠପଢାରେ ସଫଳତା ପାଇବେ। ନୂତନ ପୋଷାକ କିଣିପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

ଆହୁରି ପଢ଼ନ୍ତୁ

ଏଫଟିଆଇଆଇର ସଭାପତି ନେଲେ ଫିଲ୍ମ ନିର୍ମାତା ଶେଖର କପୁର

ରିୟାଙ୍କୁ ଆଜି ବି ମିଳିଲାନି ଜାମିନ

ଚାଇନାର ନୂଆ ଚାଲକୁ ଜୋରଦାର ବିରୋଧ କଲା ଭାରତ, କହିଲା ୧୯୫୯ କଥା ମାନିବୁନି

ଦୁର୍ଗାଙ୍କ ବେଶରେ ଫଟୋ ଉଠାଇବାରୁ ନୁସରତଙ୍କୁ ଧମକ

ଗିଲଗିଟ-ବାଲଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ, ଭାରତର ବିରୋଧ

ଗଣଦୁଷ୍କର୍ମ ପରେ ମହିଳାଙ୍କ ଜିଭ କାଟିବା ମାମଲା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ପୀଡ଼ିତା

ସୁଶାନ୍ତଙ୍କ ଏଭଳି ଭିଡିଓ ଶେୟାର କଲେ ଫ୍ୟାନ୍, ଅଙ୍କିତା କହିଲେ ଡିଲିଟ୍ କର

ଆଉ ଜଣେ ଅଭିନେତାଙ୍କ ସନ୍ଦେହଜନକ ମୃତ୍ୟୁ, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

କରୋନା ଡରରେ କନ୍ୟାଙ୍କୁ ଏମିତି ଲଗାଗଲା ହଳଦୀ

ନୂଆ କୃଷି ଆଇନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି, କଳାଧନ ସମ୍ପର୍କରେ ଦେଲେ ବୟାନ

ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୫୧ ଲକ୍ଷ ଡେଇଁଲା, ଦିନକରେ ୭୦ ହଜାର ଆକ୍ରାନ୍ତ

ହିରୋଇନଙ୍କ ପରେ ଏବେ ହିରୋଙ୍କ ପାଳି!