୮ ସେପ୍ଟେମ୍ବର,ମଙ୍ଗଳବାର: ପରିବାରରେ ହସଖୁସିର ବାତାବରଣ ରହିବ

ମେଷ: ପ୍ରତିଟି କାର୍ଯ୍ୟ ଯୋଜନା ମୁତାବକ ଆଗେଇ ଚାଲିବ। ଆତ୍ମବଳ ବଢ଼ିବ। ନୂତନ ବନ୍ଧୁ ମିଳନ ହେତୁ ମନଖୁସି ରହିବ। ବୃଷ: ଶତ୍ରୁମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ରାଗ ଉପରେ […]

hhhhhh

hhhhhh

Tapaswini Nayak
  • Published: Tuesday, 08 September 2020
  • Updated: 08 September 2020, 10:15 AM IST

Sports

Latest News

ମେଷ: ପ୍ରତିଟି କାର୍ଯ୍ୟ ଯୋଜନା ମୁତାବକ ଆଗେଇ ଚାଲିବ। ଆତ୍ମବଳ ବଢ଼ିବ। ନୂତନ ବନ୍ଧୁ ମିଳନ ହେତୁ ମନଖୁସି ରହିବ।

ବୃଷ: ଶତ୍ରୁମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନ ବିଚଳିତ ରହିବ।

କନ୍ୟା:ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ।

ତୁଳା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା:  ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଛାତ୍ରଛାତ୍ରୀମାନେ ପାଠପଢାରେ ସଫଳତା ପାଇବେ। ନୂତନ ପୋଷାକ କିଣିପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story