୯ ଅକ୍ଟୋବର, ଶୁକ୍ରବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ:  ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: ମନ ଖୁସି ରଖିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି […]

RASI

RASI

Tapaswini Nayak
  • Published: Friday, 09 October 2020
  • Updated: 09 October 2020, 07:46 AM IST

Sports

Latest News

ମେଷ:  ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ମନ ଖୁସି ରଖିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ଆର୍ଥିକ ସ୍ଥିତି ଭଲ ରହିବ।

ବିଚ୍ଛା: ପିଲାଙ୍କ ଭବିଷ୍ୟକୁ ନେଇ ଚିନ୍ତିତ ରହିବେ।  ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

ଧନୁ:  ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧଙ୍କୁ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି।

ମୀନ:  ପରିବାରରେ ହସଖୁସିର ପରିବେଶ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos