୯ ସେପ୍ଟେମ୍ବର, ଗୁରୁବାର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ

ମେଷ: ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ମନ ଖୁସି ରହିବ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସୁସ୍ୱାଦୁ ଭୋଜନ କରିବେ। ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ମିଥୁନ:  ଅଧୁରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ସ୍ୱାସ୍ଥ୍ୟ ଭଲ ରହିବ। କର୍କଟ: କୌଣସି କଥାକୁ ଚିନ୍ତିତ ରହିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି […]

RASI

RASI

Tapaswini Nayak
  • Published: Thursday, 09 September 2021
  • Updated: 09 September 2021, 07:59 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ମନ ଖୁସି ରହିବ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସୁସ୍ୱାଦୁ ଭୋଜନ କରିବେ। ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।

ମିଥୁନ:  ଅଧୁରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ: କୌଣସି କଥାକୁ ଚିନ୍ତିତ ରହିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି କଥାକୁ ବନ୍ଧୁଙ୍କ ସହ ମନମାଳିନ୍ୟ ହୋଇପାରେ।

ସିଂହ: ନକାରାତ୍ମକ ବିଚାର ମାନସିକ ଦୁଶ୍ଚିନ୍ତା ସୃଷ୍ଟି କରିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ,  ଦୁର୍ଘଟଣା ଘଟିପାରେ।

କନ୍ୟା: କୌଣସି କଥାକୁ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।  ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବିଦ୍ୟାର୍ଥୀମାନେ ପରିଶ୍ରମ କରି ଶୀର୍ଷ ସ୍ଥାନକୁ ଯିବେ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ।  କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ।  ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଭଲ ରହିବ।

ବିଚ୍ଛା:  ଦିନଟି ଭଲରେ କଟିବ। ବନ୍ଧୁ ମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଆୟ ବୃଦ୍ଧି ଘଟିବ।

ଧନୁ:  ପ୍ରତ୍ୟେକ କ୍ଷେତ୍ରରେ ଯଗିରଖି ଚଳନ୍ତୁ, ଦିନଟି ଆପଣଙ୍କପାଇଁ କଷ୍ଟଦାୟକ ହୋଇପାରେ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ।  କାର୍ଯ୍ୟକ୍ଷେତ୍ର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମନମାଳିନ୍ୟ ହୋଇପାରେ।

ମକର: ଘରକୁ ଅତିଥି ଆସିପାରନ୍ତି। ଘର ପାଇଁ  ଜିନିଷ କିଣିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ:  ପୂର୍ବରୁ ଲାଗି ରହିଥିବା ସମସ୍ୟାର ଅବସାନ ଘଟିବ। ପଦୋନ୍ନତିର ଯୋଗ ଅଛି। ବ୍ୟବସାୟରେ ଅଧିକ ଲାଭ ହେବ।

ମୀନ: ଶତ୍ରୁମାନେ ପରାଜିତ ହେବେ। ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇ ମନସ୍ତାପ କରିବେ। ଧନପ୍ରାପ୍ତିର ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos