୧୦ ଜୁଲାଇ, ଶନିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ଭଲରେ କଟିବ। ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଘଟିବ। ମିଥୁନ: ଶୁଭ ସମାଚାର ମିଳିବ। ନିଜ ଦକ୍ଷତା ପ୍ରତିପାଦନ କରିବାକୁ ସୁଯୋଗ ମିଳିବ। ପରିବାର ଲୋକଙ୍କ ସହ ସମୟ କାଟିବେ। କର୍କଟ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ନେଇ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘରର ବାତାବରଣ ଭଲ ରହିବ। ଆୟ ତୁଳନାରେ […]

ganja seized

ganja seized

Jitendra Garnayak
  • Published: Saturday, 10 July 2021
  • Updated: 10 July 2021, 08:04 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ଭଲରେ କଟିବ।

ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଘଟିବ।

ମିଥୁନ: ଶୁଭ ସମାଚାର ମିଳିବ। ନିଜ ଦକ୍ଷତା ପ୍ରତିପାଦନ କରିବାକୁ ସୁଯୋଗ ମିଳିବ। ପରିବାର ଲୋକଙ୍କ ସହ ସମୟ କାଟିବେ।

କର୍କଟ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ନେଇ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘରର ବାତାବରଣ ଭଲ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି କରିବା ସହିତ ଅଶାନୁରୂପ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ।

କନ୍ୟା: ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଉନ୍ନତି ସହିତ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ନରେ ଶୁଭ ଖବର ଶୁଣି ଖୁସି ହେବେ।

ବିଛା: ମନ ପ୍ରଫୁଲ୍ଲ ରହିବ। ଭବିଷ୍ୟତ ପାଇଁ ଯୋଜନା କରିବେ। ପରିବାର ଲୋକଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ଧନୁ: ସମସ୍ତ ଦିଗରୁ ସଫଳତା ମିଳିବ। ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖା ଦେଇପାରେ।

କୁମ୍ଭ: ଆଶା ପୂରଣ ହେବ। ମାନସମ୍ମାନ ବଢ଼ିବ। ପରିବାରରେ ପୂର୍ବରୁ ଲାଗି ରହିଥିବା ଅଶାନ୍ତି ଦୂର ହେବ।

ମୀନ: ନିଜ ବିବେକ ଅନୁଯାୟୀ କାର୍ଯ୍ୟ କରିବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story