୧୧ ଜୁନ୍‌, ଶୁକ୍ରବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ

ମେଷ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟଟିକୁ ଆଜି କରିବେ। ବକେୟା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ। ବୃଷ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ଅପରାହ୍ନରେ ପାରିବାରିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ କରିବା ପାଇଁ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି। ମିଥୁନ: ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସା ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସାହାଯ୍ୟ ସହଯୋଗ ମିଳିବ। କର୍କଟ: ଆୟ ଅପେକ୍ଷା ବ୍ୟୟ […]

labour

labour

Jitendra Garnayak
  • Published: Friday, 11 June 2021
  • Updated: 11 June 2021, 07:58 AM IST

Sports

Latest News

ମେଷ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟଟିକୁ ଆଜି କରିବେ। ବକେୟା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ।

ବୃଷ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ଅପରାହ୍ନରେ ପାରିବାରିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ କରିବା ପାଇଁ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସା ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସାହାଯ୍ୟ ସହଯୋଗ ମିଳିବ।

କର୍କଟ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସନ୍ତାନ ମାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ହେବ। ତେଣୁ ଖୁସି ରହିବେ।

ସିଂହ: ବ୍ୟବସାୟରେ ଭଲ ଲାଭ ହେବ। ବନ୍ଧୁଙ୍କ ସହିତ ମତଭେଦ ହୋଇପାରେ। ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ।

କନ୍ୟା: ଗଣମାଧ୍ୟମରେ କାମ କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ଶୁଭ ସମାଚାର ମିଳିବ। ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ।

ତୁଳା: ଅଫିସ୍‌ରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ।

ବିଛା: ସାମାନ୍ୟ ଘଟଣାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖାଦେବ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ।

ଧନୁ: କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି। ଅଟକିଥିବା କାର୍ଯ୍ୟକୁ ପୂରଣ କରିବେ।
ଅପରାହ୍ଣରେ ଅଳସୁଆ ଲାଗିବ।

ମକର: କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ପିଲାମାନଙ୍କର ସମସ୍ୟାକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ।

କୁମ୍ଭ: ଅର୍ଥ ରୋଜଗାରର ନୂଆ ବାଟ ଖୋଜିବେ। ନିଜ ଲୋକମାନେ କ୍ଷତି ପହଞ୍ଚାଇବାକୁ ପ୍ରୟାସ କରିପାରନ୍ତି।

ମୀନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେବ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story