୧୩ ଫେବ୍ରୁଆରୀ, ଶନିବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ

ମେଷ: ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ନୃତ୍ୟ ଓ ଅଭିନୟ କ୍ଷେତ୍ରରେ ଥିବା ଲୋକେ ମାନସମ୍ମାନ ପାଇବେ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମନ ପସନ୍ଦର କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ମିଥୁନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ପ୍ରତିକାର: ଗଣେଶ […]

Daily Horoscope

Daily Horoscope

Jitendra Garnayak
  • Published: Saturday, 13 February 2021
  • Updated: 13 February 2021, 08:34 AM IST

ମେଷ: ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ନୃତ୍ୟ ଓ ଅଭିନୟ କ୍ଷେତ୍ରରେ ଥିବା ଲୋକେ ମାନସମ୍ମାନ ପାଇବେ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ।

ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମନ ପସନ୍ଦର କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ।

ମିଥୁନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ପ୍ରତିକାର: ଗଣେଶ ମହାପ୍ରଭୁଙ୍କ ପାଖରେ ଲଡୁ ଭୋଗ କରନ୍ତୁ।

କର୍କଟ: ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ସାମାନ୍ୟ ଘଟଣାକୁ ନେଇ ପରିବାରରେ ଅଶାନ୍ତି ସୃଷ୍ଟି ହେବ। ପ୍ରତିକାର: ମା’ଙ୍କୁ ପ୍ରଣାମ କରନ୍ତୁ।

ସିଂହ: ସମସ୍ତେ ଖୁସିରେ ରହିବେ। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟୀ ମାନେ ଉନ୍ନତି କରିବେ। ଛାତ୍ରଛାତ୍ରୀମାନଙ୍କ ପାଇଁ ଦିନଟି ବେଶ୍ ଭଲ ରହିଛି।

କନ୍ୟା: ନୂତନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ମିଳିବ। କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସୁଯୋଗ ମିଳିପାରେ।

ତୁଳା: ମହିଳାମାନେ ପ୍ରତ୍ୟେକ କାର୍ଯ୍ୟରେ ନିନ୍ଦିତ ଓ ଅପମାନିତ ହେବେ। ନିଜ ଲୋକମାନେ କାର୍ଯ୍ୟରେ ବାଧା ଉପୁଜାଇବେ। ଆର୍ଥିକ ଚିନ୍ତା ଯୋଗୁ ମାନସିକ ଅଶାନ୍ତି ଦେଖାଦେବ।

ବିଛା: ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ।

ଧନୁ: ବହୁଦିନରୁ ଚିନ୍ତା କରୁଥିବା କାର୍ଯ୍ୟକୁ ସଂପନ୍ନ କରିବେ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବେ। ସାହିତ୍ୟ, କଳା ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ।

ମକର: ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଛାତ୍ରଛାତ୍ରୀମାନେ କ୍ୟାରିଅରକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର- ତୁଳସୀ ଗଛ ମୂଳର ମାଟି ମଥାରେ ଲଗାନ୍ତୁ।

କୁମ୍ଭ: ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ସୁସ୍ୱାଦୁ ଭୋଜନ ସହିତ ଆଭୂଷଣ ପ୍ରାପ୍ତି ଯୋଗ ରହିଛି।

ମୀନ: ସନ୍ତାନମାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ହେବ। ବ୍ୟବସାୟରେ ଲାଭ ପାଇବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ପ୍ରତିକାର- ମଥାରେ ଚନ୍ଦନ ଧାରଣ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story