୧୪ ଜୁନ୍‌, ସୋମବାର: ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ମନରେ ସାମୟିକ ଉତ୍ତେଜନା ସୃଷ୍ଟି ହେବ। ବୃଷ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ମିଥୁନ: ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ନହେଲେ କଳହ ଲାଗିରହିବ। ଧାର କରଜ କରି କାମ ଚଳାଇବେ। କର୍କଟ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଅର୍ଥ ଖର୍ଚ୍ଚ ହେବ। ସନ୍ତାନମାନଙ୍କ […]

sushant-singh-rajput

sushant-singh-rajput

Jitendra Garnayak
  • Published: Monday, 14 June 2021
  • Updated: 14 June 2021, 07:47 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ମନରେ ସାମୟିକ ଉତ୍ତେଜନା ସୃଷ୍ଟି ହେବ।

ବୃଷ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ।

ମିଥୁନ: ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ନହେଲେ କଳହ ଲାଗିରହିବ। ଧାର କରଜ କରି କାମ ଚଳାଇବେ।

କର୍କଟ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଅର୍ଥ ଖର୍ଚ୍ଚ ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପ ଅତ୍ୟନ୍ତ ସନ୍ତୋଷଜନକ ହେବ।

ସିଂହ: ବନ୍ଧୁଙ୍କ ସହିତ ମତଭେଦ ହେବ। ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ବ୍ୟବସାୟୀମାନେ ଚିନ୍ତାଗ୍ରସ୍ତ ରହିବେ।

କନ୍ୟା: ଶୁଭ ସମାଚାର ମିଳିବ। ମିଡିଆରେ କାମ କରୁଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ମିଳିବ। ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ।

ତୁଳା: ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନ ଭିତରେ ଭୟ ସୃଷ୍ଟି କରିବ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ।

ବିଛା: ବୃତ୍ତିଗତ କାର୍ଯ୍ୟକୁ ନେଇ ଖୁସି ଖବର ମିଳିବ। ସାମାନ୍ୟ ଘଟଣାକୁ ନେଇ ପରିବାରରେ ତିକ୍ତତା ଦେଖାଦେବ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ।

ଧନୁ: ଅଟକି ଥିବା କାର୍ଯ୍ୟକୁ ପୂରଣ କରିବେ। ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟା ରହିବ ନାହିଁ।

ମକର: ବିବାହକୁ ନେଇ ଥିବା ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ ନାହିଁ। ମାନସିକ ସ୍ଥିତି ଭଲ ରହିବ ନାହିଁ।

କୁମ୍ଭ: ଆୟର ନୂଆ ବାଟ ଖୋଜିବେ। ଆର୍ଥିକ ଚିନ୍ତା ମନକୁ ଭାରାକ୍ରାନ୍ତ କରିବ। ନିଜ ଲୋକମାନେ ଶତ୍ରୁ ଭଳି ଆଚରଣ କରିବେ।

ମୀନ: ଅଫିସ୍‌ରେ କାହା ସହ ଝଗଡ଼ା ହୋଇପାରେ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story