୧୫ ଅଗଷ୍ଟ, ବୁଧବାର: ଜାଣନ୍ତୁ ଆଜି କେଉଁମାନେ ଦୂର ସ୍ଥାନକୁ ଯାତ୍ରା ନ କଲେ ଭଲ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ବୃଷ: ଚାକରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଆଜି ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମିଥୁନ:  ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଦିନ ଆରମ୍ଭ କରନ୍ତୁ। କର୍କଟ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଦାୟିତ୍ୱ ବଢ଼ିବାରେ। ସ୍ୱାସ୍ଥ୍ୟ ଭଲ ରହିବ। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦରୁ ଦୂରେଇ […]

Rasiphala

Ordigital Desk
  • Published: Wednesday, 15 August 2018
  • , Updated: 15 August 2018, 07:56 AM IST

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ।

ବୃଷ: ଚାକରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଆଜି ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ:  ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଦିନ ଆରମ୍ଭ କରନ୍ତୁ।

କର୍କଟ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଦାୟିତ୍ୱ ବଢ଼ିବାରେ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଭିକାରିଙ୍କୁ ଦାନ କରନ୍ତୁ।

କନ୍ୟା: ଚାକରିକ୍ଷେତ୍ରରେ ନୂଆ ଅବସର ମିଳିବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି

ତୁଳା: ବ୍ୟସ୍ତତା ଭିତରେ ଦିନଟି କାଟିବେ। ବନ୍ଧୁଙ୍କ ସହଯୋଗ ମିଳିବ। ନୂଆ କାମ ଆରମ୍ଭ କରିପାରନ୍ତି।

ବିଛା: ଖର୍ଚ୍ଚାନ୍ତ ହୋଇପାରନ୍ତି। ମାନ-ସମ୍ମାନ ବଢ଼ିବ। ନୂଆ ଅବସର ମିଳିବ।

ଧନୁ: ବ୍ୟବସାୟରେ  ଅଧିକ ଲାଭ ହେବ। ଧନପ୍ରାପ୍ତିର ଯୋଗ ରହିଛି। ପାଦରେ ଆଘାତ ଲାଗିପାରେ।

ମକର:  କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଆଜି ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ପରାମର୍ଶ ଅନୁଯାୟୀ କାମ କରନ୍ତୁ।

କୁମ୍ଭ:  ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

ମୀନ:  ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।ମାନ-ସମ୍ମାନ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

 

Related story