୧୭ ଅଗଷ୍ଟ,ସୋମବାର; ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ରାଶିଫଳ; ଜାଣନ୍ତୁ ଆଜି କେଉଁ ରାଶିରେ କ’ଣ ରହିଛି। 

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ଖୁସି ଖବର ଶୁଣି ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ତୁଳା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ଧନୁ: ପଦୋନ୍ନତିର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଆହୁରି ପଢ଼ନ୍ତୁ

୩୦ ସେପ୍ଟେମ୍ବର, ବୁଧବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ଆଇପିଏଲରେ ହାଇଦ୍ରାବାଦର ପ୍ରଥମ ବିଜୟ, ହାରିଲା ଦିଲ୍ଲୀ

ଚମକିଲେ ୱିଲିୟମସନ ଓ ଧିମା ବ୍ୟାଟିଂ କଲେ ବେୟାରଷ୍ଟୋ, ହାଇଦ୍ରାବାଦ ୧୬୨

ଟସ୍‌ ଜିତିଲା ଦିଲ୍ଲୀ, ବ୍ୟାଟିଂ କରିବ ହାଇଦ୍ରାବାଦ: ଫେରିଲେ ଈଶାନ୍ତ ଶର୍ମା ଓ ୱିଲିୟମସନ

କରୋନାରୁ ସୁସ୍ଥ ହେଲେ ସିସୋଦିଆ, ହସ୍ପିଟାଲରୁ ଫେରିଲେ

ଆଇପିଏଲରେ ଚାଲିଛି ଛକା ବର୍ଷା, ୧୦ ମ୍ୟାଚ୍‌ରେ କେତେ ବଲ୍‌ ବାଉଣ୍ଡରୀ ବାହାରକୁ ଗଲାଣି

ଆଜି ଶ୍ରେୟସଙ୍କୁ ଭେଟିବେ ୱାର୍ଣ୍ଣର, ହ୍ୟାଟ୍ରିକ ବିଜୟ ଲକ୍ଷ୍ୟରେ ଦିଲ୍ଲୀ

ଦେଶର ୫୪ ଟି ବିଧାନସଭା ଆସନ ଏବଂ ଗୋଟିଏ ଲୋକସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

ଆସିଲା ସୁଶାନ୍ତଙ୍କ ଭିସେରା ରିପୋର୍ଟ, ଆଶଙ୍କାରେ ପଡ଼ିଲା ପୂର୍ଣ୍ଣଛେଦ

୨୯ ସେପ୍ଟେମ୍ବର, ମଙ୍ଗଳବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ସୁପର ଓଭର୍‌ରେ ରୋହିତଙ୍କୁ ହରାଇଲେ ବିରାଟ, ମୁମ୍ବାଇର ଦ୍ୱିତୀୟ ପରାଜୟ

ଡିଭିଲିୟର୍ସଙ୍କ ବିସ୍ଫୋରଣ: ମୁମ୍ବାଇ ଆଗରେ ୨୦୨ ରନ୍‌ର ଟାର୍ଗେଟ