ଅନାବଶ୍ୟକ ଦାୟିତ୍ୱ ନିଅନ୍ତୁ ନାହିଁ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝିବିଚାରି କାମ କରନ୍ତୁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ବେଳେ ବନ୍ଧୁ ଅବା ଘରର ବରିଷ୍ଠ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ବୃଷ:କାହା ସହିତ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ଧନହାନି ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। କର୍କଟ: ଦାୟିତ୍ୱ ବଢ଼ିବ। ଅଧିକ ପରିଶ୍ରମ କରିପାରନ୍ତି। ସୁସ୍ଥ ରହିବେ। ସୁସ୍ୱାଦୁ ଭୋଜନ ଖାଇବେ। ସିଂହ: […]

Horoscope

Jitendra Garnayak
  • Published: Saturday, 01 May 2021
  • , Updated: 01 May 2021, 07:44 AM IST

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝିବିଚାରି କାମ କରନ୍ତୁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ବେଳେ ବନ୍ଧୁ ଅବା ଘରର ବରିଷ୍ଠ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ।

ବୃଷ:କାହା ସହିତ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ଧନହାନି ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ: ଦାୟିତ୍ୱ ବଢ଼ିବ। ଅଧିକ ପରିଶ୍ରମ କରିପାରନ୍ତି। ସୁସ୍ଥ ରହିବେ। ସୁସ୍ୱାଦୁ ଭୋଜନ ଖାଇବେ।

ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଖର୍ଚ୍ଚ ବଢ଼ିବ। ସୁସ୍ଥ ରହିବେ।

କନ୍ୟା: ହଠାତ୍ କୌଣସି ଶୁଭ ଖବର ଶୁଣି ପାରନ୍ତି। ମାନ-ସମ୍ମାନ ମିଳିବ। ଉପହାର ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟ କରୁଥିବା ଲୋକେ ଆୟ ବଢ଼ାଇବାକୁ ନୂଆ ଯୋଜନ ପ୍ରସ୍ତୁତ କରିବେ। ଘରକୁ ବନ୍ଧୁ ଆସିପାରନ୍ତି।

ବିଚ୍ଛା: କ୍ୟାରିଅରରେ ସଫଳତା ପାଇବେ।  ଅନାବଶ୍ୟକ ଦାୟିତ୍ୱ ନିଅନ୍ତୁ ନାହିଁ।  ପରିବାର ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ।

ଧନୁ: ବ୍ୟସ୍ତତା ଭିତରେ ଦିନ କଟିବ। ଉପହାର ମିଳିବ। ଧୈର୍ଯ୍ୟର ସହ କାମ କରନ୍ତୁ।

ମକର: କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କାର୍ଯ୍ୟରେ ସଫଳତା ପାଇବେ। ଅପରାହ୍ନ ପରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ପାରେ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ସବୁ କାର୍ଯ୍ୟରେ ସଫଳତା ମିଳିବ। ଅଟକି ଥିବା କାର୍ଯ୍ୟ ସଂପନ୍ନ ହେବ।

ମୀନ: ରାସ୍ତାରେ ଯା’ଆସ କଲା ବେଳେ ସାବଧାନତା ଅବଲମ୍ବନ କରନ୍ତୁ। କାହା ସହିତ ଯୁକ୍ତିତର୍କ କରନ୍ତୁ ନାହିଁ। ଘରର କୌଣସି କଥାକୁ ନେଇ ଚିନ୍ତିତ ରହିବେ।

Related story