୨୩ ଅକ୍ଟୋବର, ରବିବାର: ଖୁସି ଖବର ମିଳିବ

ମେଷ: ପୂଜାପୂଜିରେ ଅଧିକ ସମୟ ଅତିବାହିତ କରିବେ। ଆଗରୁ ଭାବିଥିବା କାର୍ଯ୍ୟ ପୂରଣ ହେବ। ବ୍ୟବସାୟରେ ଅଧିକ ଲାଭ ପାଇବେ। ଦୂରସ୍ଥାନକୁ ଯାତ୍ରା କରିବେ। ବୃଷ: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ ନାହିଁ। ସେଥିପାଇଁ ମନ ଭଲ ରହିବ ନାହିଁ। ସନ୍ତାନମାନଙ୍କ ଭବିଷ୍ୟତକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ହେବେ। ଦୂରସ୍ଥାନକୁ ଗଲାବେଳେ ସାବଧାନତା ଅବଲମ୍ବନ କରନ୍ତୁ। ମିଥୁନ: ସ୍ୱାମୀସ୍ତ୍ରୀ ମଧ୍ୟରେ କୌଣସି କଥାକୁ ନେଇ କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବହୁ […]

Horoscope

Horoscope

Jitendra Garnayak
  • Published: Sunday, 23 October 2022
  • Updated: 23 October 2022, 07:30 AM IST

Sports

Latest News

ମେଷ: ପୂଜାପୂଜିରେ ଅଧିକ ସମୟ ଅତିବାହିତ କରିବେ। ଆଗରୁ ଭାବିଥିବା କାର୍ଯ୍ୟ ପୂରଣ ହେବ। ବ୍ୟବସାୟରେ ଅଧିକ ଲାଭ ପାଇବେ। ଦୂରସ୍ଥାନକୁ ଯାତ୍ରା କରିବେ।

ବୃଷ: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ ନାହିଁ। ସେଥିପାଇଁ ମନ ଭଲ ରହିବ ନାହିଁ। ସନ୍ତାନମାନଙ୍କ ଭବିଷ୍ୟତକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ହେବେ। ଦୂରସ୍ଥାନକୁ ଗଲାବେଳେ ସାବଧାନତା ଅବଲମ୍ବନ କରନ୍ତୁ।

ମିଥୁନ: ସ୍ୱାମୀସ୍ତ୍ରୀ ମଧ୍ୟରେ କୌଣସି କଥାକୁ ନେଇ କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବହୁ ଦିନରୁ ବାକି ପଡ଼ିଥିବା ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

କର୍କଟ: ବହୁଦିନରୁ ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ସୁସ୍ୱାଦୁ ଭୋଜନ କରିବେ।

ସିଂହ: ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାକି ପଡ଼ିଥିବା ଅର୍ଥ ଆଦାୟ ହେବ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଗଲାବେଳେ ସାବଧାନତା ଅବଲମ୍ବନ କରନ୍ତୁ।

କନ୍ୟା: ସାମାଜିକ କ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଖୁସି ଖବର ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ନୂଆ କାର୍ଯ୍ୟ ପାଇଁ ଯୋଜନା କରିବେ।

ତୁଳା: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ। ବ୍ୟବସାୟରେ ଅଯଥାରେ ଅର୍ଥ ବ୍ୟୟ ହେବ। ରାଜନୀତିରେ ସଫଳତା ପାଇବେ ନାହିଁ ବରଂ ଅପଦସ୍ତ ହୋଇପାରନ୍ତି।

ବିଛା: ପାରିବାରିକ ଜୀବନ ଖୁସିରେ କଟିବ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଘରକୁ ବନ୍ଧୁଙ୍କର ଆଗମନ ହେବ।

ଧନୁ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତି ହେବ। ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ। ଦୂରସ୍ଥାନକୁ ଯାତ୍ରା କରିବେ।

ମକର: ପିଲାମାନଙ୍କ ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ବ୍ୟବସାୟରେ ଉନ୍ନତି ହେବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ।

କୁମ୍ଭ: କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ଅସୁବିଧାରେ ପକାଇ ପାରନ୍ତି। ତେଣୁ ଜଗିରଖି ଚଳିବାକୁ ପଡ଼ିବ। ସ୍ୱାସ୍ଥ୍ୟହାନି ଘଟିବାରୁ ଘରେ କାହାରି ମନ ଭଲ ରହିବ ନାହିଁ।

ମୀନ: ବକେୟା ଅର୍ଥ ମିଳିବ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଲାମାନଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story