ଜୁନ୍‌ ୨୪, ବୁଧବାର: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହେବେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ଶରୀରରେ ଆଘାତ ଲାଗିପାରେ। କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି । ସିଂହ: ଶୁଭ ଖବର ଶୁଣି ପାରନ୍ତି। ଉପହାର ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ […]

asrrrrrrrrrrrrrrrrrrrr

Tapaswini Nayak
  • Published: Wednesday, 24 June 2020
  • , Updated: 24 June 2020, 07:38 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହେବେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ଶରୀରରେ ଆଘାତ ଲାଗିପାରେ।

କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି ।

ସିଂହ: ଶୁଭ ଖବର ଶୁଣି ପାରନ୍ତି। ଉପହାର ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କନ୍ୟା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା: ପରିବାରରେ ହସଖୁସିର ପରିବେଶ ରହିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ମାନ-ସମ୍ମାନ ମିଳିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ଧନୁ: ହସଖୁସିରେ ସମୟ ବିତିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ମକର: ଆର୍ଥିକ ସ୍ଥିତି ଭଲ ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କୌଣସି ନୂଆ ଦ୍ରବ୍ୟ କ୍ରୟ କରିପାରନ୍ତି।

ମୀନ: ମନ ବିଚଳିତ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

Related story