ଡିସେମ୍ବର ୨୪, ଗୁରୁବାର: ତୁଳସୀ ଗଛ ମୂଳର ମାଟି ମଥାରେ ଲଗାଇବେ

ମେଷ: ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ବୃଷ: ବହୁଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ସୁସ୍ୱାଦୁ ଭୋଜନ ଖାଇବେ। ସନ୍ତାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ରହିବ। ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଅଫିସ୍‌ରେ ଅଧିକ ଦାୟିତ୍ୱ ମିଳିପାରେ। କର୍କଟ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତାଗ୍ରସ୍ତ ରହିବେ। […]

Daily Horoscope

Daily Horoscope

Jitendra Garnayak
  • Published: Thursday, 24 December 2020
  • Updated: 24 December 2020, 07:51 AM IST

Sports

Latest News

ମେଷ: ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ବହୁଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ସୁସ୍ୱାଦୁ ଭୋଜନ ଖାଇବେ। ସନ୍ତାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ରହିବ।

ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ନିଜର ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ। ଅଫିସ୍‌ରେ ଅଧିକ ଦାୟିତ୍ୱ ମିଳିପାରେ।

କର୍କଟ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତାଗ୍ରସ୍ତ ରହିବେ।

ସିଂହ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ଅପରାହ୍ନରେ ଖୁସି ଖବର ମିଳିବ। ଘରକୁ ବନ୍ଧୁଙ୍କ ଆଗମନ ହୋଇପାରେ।

କନ୍ୟା: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ସାମାନ୍ୟ ଘଟଣାକୁ ନେଇ ପରିବାରରେ ତିକ୍ତତା ଦେଖାଦେବ। ପ୍ରତିକାର- ତୁଳସୀଗଛ ମୂଳର ମାଟି ମଥାରେ ଲଗାନ୍ତୁ।

ତୁଳା: ପରିବାରରେ ବନ୍ଧୁ ମିଳନ ହେବ। ସ୍ୱାସ୍ଥ୍ୟ ଆଗ ଅପେକ୍ଷା ଭଲ ରହିବ। ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ।

ବିଛା: ବ୍ୟବସାୟରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ପ୍ରାଇଭେଟ ସେକ୍ଟରରେ ଚାକିରୀ କରିଥିବା ଲୋକଙ୍କ ପାଇଁ କିଛି ସମସ୍ୟା ଆସିପାରେ।

ଧନୁ: ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ଚିନ୍ତା ମାନସିକ ଅଶାନ୍ତି ସୃଷ୍ଟି କରାଇବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ମାନେ ଟିକେ ସାବଧାନତା ଅବଲମ୍ବନ କରନ୍ତୁ।

ମକର: ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ।

କୁମ୍ଭ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ। ପୁରାତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ବକେୟା ଅର୍ଥ ପ୍ରାପ୍ତି ହେବ।

ମୀନ: ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସମ୍ମୁଖୀନ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story