Advertisment

୨୭ ନଭେମ୍ବର, ଶନିବାର: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ

ମେଷ: ସୁଖ, ସମ୍ପତ୍ତି ଲାଭ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବୃଷ: ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ସହ ହସଖୁସିରେ ଦିନଟି କାଟିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆୟ ବଢ଼ିବ। କର୍କଟ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଆଶା ମୁତାବକ […]

ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ

Horoscope

Advertisment

ମେଷ: ସୁଖ, ସମ୍ପତ୍ତି ଲାଭ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ।

Advertisment

ବୃଷ: ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ସହ ହସଖୁସିରେ ଦିନଟି କାଟିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆୟ ବଢ଼ିବ।

Advertisment

କର୍କଟ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଆଶା ମୁତାବକ ଫଳ ପାଇବେ। ପରିବାରରେ ଶାନ୍ତିଶୃଙ୍ଖଳା ବଜାୟ ରହିବ।

ସିଂହ: ବନ୍ଧୁମାନଙ୍କ ଠାରୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ପାଇବେ। ଅନେକ ସମସ୍ୟା ଦୂର ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ।

କନ୍ୟା: ଶୁଭ ଖବର ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ।

ତୁଳା: ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେବ। ଆର୍ଥିକ ସଙ୍କଟ ଦୂର ହେବ। ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରିବେ।

ବିଛା: ମନ ଭଲ ରହିବ। ନୂଆ ଚାକିରି ମିଳିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ।

ଧନୁ: କର୍ମକ୍ଷେତ୍ରରେ ଦାୟିତ୍ୱ ବଢ଼ିବ। ଅନ୍ୟମନସ୍କ ରହିପାରନ୍ତି। ପରିବାରରେ ସୁଖଶାନ୍ତି ବଜାୟ ରହିବ।

ମକର: ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟକୁ ନେଇ ଯତ୍ନଶୀଳ ହୁଅନ୍ତୁ। ଭଲଭାବେ ଚିନ୍ତାକରି କାମକଲେ କୌଣସି ଅସୁବିଧା ହେବ ନାହିଁ।

କୁମ୍ଭ: ସମସ୍ତ ସମସ୍ୟାର ସମାଧାନ ହେବ। ସରକାରୀ ଚାପ ପଡ଼ିଲେ ମଧ୍ୟ କାର୍ଯ୍ୟ ସିଦ୍ଧି ହେବ। ଧନପ୍ରାପ୍ତି ହେବ।

ମୀନ: ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବିଦେଶ ଯାତ୍ରାରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ କରିବାରେ ସଫଳ ହେବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe