ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ

ମେଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁଡ଼ ଖାଇ ଘରୁ ବାହାରନ୍ତୁ। କର୍କଟ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସିଂହ: […]

Horoscope

Jitendra Garnayak
  • Published: Thursday, 29 April 2021
  • , Updated: 29 April 2021, 07:22 AM IST

ମେଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁଡ଼ ଖାଇ ଘରୁ ବାହାରନ୍ତୁ।

କର୍କଟ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ପରିବାର ଲୋକଙ୍କ ସହ ଖୁସିରେ ସମୟ ବିତାଇବେ। ଉପହାର ମିଳିବ।

ତୁଳା: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା:ବୁଝିବିଚାରି କାର୍ଯ୍ୟ କରନ୍ତୁ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶୁଭ ଖବର ଶୁଣି ପାରନ୍ତି।

ମକର: ଦିନଟି ଭଲରେ କଟିବ ।ବ୍ୟବସାୟରେ ଭଲ ଲାଭ ମିଳିବ। ପ୍ରିୟବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।

ମୀନ: ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ।

Related story