୨୯ ମେ’, ରବିବାର: ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ

ମେଷ: ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ଆଗ୍ରହ ବଢ଼ିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍। ବୃଷ: ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଭଲ ଲାଭ କରିବେ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କଟିବ। ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ ନାହିଁ। ମାନସିକ ଅଶାନ୍ତି ଦେଖାଦେବ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ସମାଜରେ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି […]

Horoscope

Horoscope

Jitendra Garnayak
  • Published: Sunday, 29 May 2022
  • Updated: 29 May 2022, 08:13 AM IST

Sports

Latest News

ମେଷ: ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ଆଗ୍ରହ ବଢ଼ିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍।

ବୃଷ: ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଭଲ ଲାଭ କରିବେ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କଟିବ।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ ନାହିଁ। ମାନସିକ ଅଶାନ୍ତି ଦେଖାଦେବ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ସମାଜରେ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ।

କର୍କଟ: ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବା ସହ ନୂଆ ଚାକିରିର ସୁଯୋଗ ମିଳିବ। ପତିପତ୍ନୀଙ୍କ ମଧ୍ୟରେ ସଂପର୍କ ଭଲ ରହିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।

ସିଂହ: ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ଲାଗି ରହିଥିବା ପାରିବାରିକ ସମସ୍ୟା ଦୂର ହେବ। ଆୟ ବଢ଼ିବ।

କନ୍ୟା: ସଂଗଠନ, ଅନୁସନ୍ଧାନ ଓ ପ୍ରକାଶନ କାର୍ଯ୍ୟରେ ଉତ୍ତମ ଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ।

ତୁଳା: ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରୀକ୍ଷାରେ ସଫଳତା ମିଳିବ।

ବିଛା: ଶତ୍ରୁମାନେ ପରାଜିତ ହେବେ। ଯେଉଁ କାମରେ ହାତଦେବେ ସେଥିରେ ସଫଳ ହେବେ। ଅଟକି ଥିବା ଟଙ୍କା ମିଳିଯିବ।

ଧନୁ: ସହକର୍ମୀମାନଙ୍କ ସହଯୋଗ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ରାଜନୀତିରେ ଥିବା ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ।

ମକର: ସନ୍ତାନମାନେ ସବୁ କ୍ଷେତ୍ରରେ ଉନ୍ନତି କରିବା ଫଳରେ ଖୁସି ହେବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ନିଜ ଗୋଡ଼ରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।

କୁମ୍ଭ: ଆୟର ନୂତନପନ୍ଥା ଖୋଜିବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। କେତେକ ଦୀର୍ଘ ମିଆଦି ଯୋଜନା ସଫଳ ହେବା କାରଣରୁ ମନ ଭଲ ରହିବ।

ମୀନ: ଶୁଭ ଖବର ପାଇବେ। ଆତ୍ମବିଶ୍ୱାସ ବଢ଼ିବ। ପାରିବାରିକ ଜୀବନ ଉତ୍ତମ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story