ଏପ୍ରିଲ ୩୦, ଶୁକ୍ରବାର: ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ। କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସିଂହ:ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମାଲି ମକଦ୍ଦମାରେ ବିଜୟୀ ହେବେ। କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ […]

Horoscope

Horoscope

Jitendra Garnayak
  • Published: Friday, 30 April 2021
  • Updated: 30 April 2021, 07:31 AM IST

Sports

Latest News

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ।

କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ସିଂହ:ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମାଲି ମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବିଚ୍ଛା:ଚିନ୍ତିତ ରହିବେ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ବନ୍ଧୁଙ୍କ ଠାରୁ ସହଯୋଗ ପାଇବେ।

ଧନୁ: ପରିବାରରେ ହସଖୁସିର ବାତାବରଣ ରହିବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ବ୍ୟସ୍ତତା ଭିତରେ ଦିନ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁଙ୍କଠାରୁ ସହଯୋଗ ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story