୩ ଜାନୁଆରୀ, ସୋମବାର: ସବୁ କ୍ଷେତ୍ରରେ ସଫଳତା ମିଳିବ

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ରହିବେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ବୃଷ: ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ ଆଦି କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ। ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି କାର୍ଯ୍ୟରେ ବନ୍ଧୁବାନ୍ଧବ ସହଯୋଗର ହାତ ବଢ଼ାଇବେ। କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ […]

Horoscope

Horoscope

Jitendra Garnayak
  • Published: Monday, 03 January 2022
  • Updated: 03 January 2022, 08:03 AM IST

Sports

Latest News

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ରହିବେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ ଆଦି କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ।

ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି କାର୍ଯ୍ୟରେ ବନ୍ଧୁବାନ୍ଧବ ସହଯୋଗର ହାତ ବଢ଼ାଇବେ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।

ସିଂହ: ମନ ଅସ୍ଥିର ରହିପାରେ। ନୂଆ କାର୍ଯ୍ୟ କରିବାକୁ ମନ ବଳାଇ ପାରନ୍ତି। ସବୁ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। ପାଇବାକୁ ଥିବା ଅର୍ଥକୁ ନେଇ କାହା ସହ ଝଗଡ଼ା ହୋଇପାରେ।

ତୁଳା: ଅର୍ଥଲାଭ ହେବ। ଦିନଟି ଅନୁକୂଳ ରହିବ। ଖଳ ଲୋକଙ୍କ କଥାରେ ପଡ଼ିଲେ ଗୋଳମାଳିଆ ସ୍ଥିତିରେ ପଡ଼ିବେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିବେ। ପରିବାରରେ ଝଗଡ଼ା ହୋଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ।

ଧନୁ: ଆଶା ପୂରଣ ହେବ। କର୍ମକ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଆତ୍ମୀୟଙ୍କ ଗହଣରେ ଦିନଟି ହସଖୁସିରେ କଟିବ। ଖର୍ଚ୍ଚ ବଢ଼ିବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ଆତ୍ମୀୟଙ୍କ ସହଯୋଗ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ହଇରାଣ କରିବାକୁ ସୁଯୋଗ ଅପେକ୍ଷାରେ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story