୩ ମାର୍ଚ୍ଚ, ବୁଧବାର: ଶତ୍ରୁମାନେ ମିତ୍ରତାର ହାତ ବଢାଇବେ

ମେଷ: ନିଜର ତୀକ୍ଷ୍ଣ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ନୂତନ ସ୍ଥାନ ପରିଭ୍ରମଣର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର- ‘ଘୃଣି ସୂର୍ଯ୍ୟାୟ ନମଃ’  ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ  ପ୍ରଦାନ କରନ୍ତୁ। ବୃଷ: ଶତ୍ରୁମାନେ ପରାଜୟ ସ୍ୱୀକାର କରି ମିତ୍ରତାର ହାତ ବଢାଇବେ। ଶରୀର ସୁସ୍ଥ ରହିବ ଓ ଯାତ୍ରା ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରଶଂସାର ଅଧିକାରୀ […]

RASI

RASI

Niharika Rout
  • Published: Wednesday, 03 March 2021
  • Updated: 03 March 2021, 08:25 AM IST

Sports

Latest News

ମେଷ: ନିଜର ତୀକ୍ଷ୍ଣ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ନୂତନ ସ୍ଥାନ ପରିଭ୍ରମଣର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର- ‘ଘୃଣି ସୂର୍ଯ୍ୟାୟ ନମଃ’  ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ  ପ୍ରଦାନ କରନ୍ତୁ।

ବୃଷ: ଶତ୍ରୁମାନେ ପରାଜୟ ସ୍ୱୀକାର କରି ମିତ୍ରତାର ହାତ ବଢାଇବେ। ଶରୀର ସୁସ୍ଥ ରହିବ ଓ ଯାତ୍ରା ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରଶଂସାର ଅଧିକାରୀ ହେବେ ।

ମିଥୁନ: ମିତ୍ରମାନଙ୍କ ସହିତ ଅଯଥା ଯୁକ୍ତିତର୍କ ମତପାର୍ଥକ୍ୟ ଦେଖାଦେଇପାରେ।  ଖାଦ୍ୟର ଅନିୟମିତତା ହେତୁ ସ୍ୱାସ୍ଥ୍ୟ ଖରାପ ହୋଇଯାଇପାରେ । ତେଣୁ ଜଗି ରଖି ଚଳନ୍ତୁ । ପ୍ରତ୍ୟେକଟି କାର୍ଯ୍ୟରେ ବାଧାବିଘ୍ନ ଘାତପ୍ରତିଘାତ ଦେଖାଦେବ । ପ୍ରତିକାର- ତୁଳସୀ ଚଉରା ମୂଳରେ ଜଳ ପ୍ରଦାନ କରନ୍ତୁ ଓ ତୁଳସୀ ମୂଳର ମାଟିକୁ ମଥାରେ ଲଗାନ୍ତୁ ।

କର୍କଟ:ପାରିବାରିକ ମନୋମାଳିନ୍ୟ ଦୂରହୋଇ ସୁଖ ଶାନ୍ତି ବିରାଜମାନ କରିବ। ନିଜ ଲୋକମାନଙ୍କ ପ୍ରେରଣା ପାଇ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ମହିଳାମାନଙ୍କ କାର୍ଯ୍ୟ ଜନସମାଜରେ ପ୍ରଶଂସନୀୟ ହେବ। ପ୍ରତିକାର- ଡାଲିମ୍ବ ବୃକ୍ଷ ମୂଳରେ କିଛି କଞ୍ଚାକ୍ଷୀର, ଅରୁଆ ଚାଉଳ ମିଶାଇ ଢାଳନ୍ତୁ ।

ସିଂହ: ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଲାଗିରହିଥିବା ସମସ୍ୟା ଗୁଡିକର ସମାଧାନ ହୋଇଯିବ । ସାମାଜିକ ମାନ ସମ୍ମାନ ପ୍ରତିଷ୍ଠା ଲାଭ କରିବେ। ପ୍ରତିକାର-ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ ।

କନ୍ୟା: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ଆକସ୍ମିକ ଦୁର୍ଘଟଣା ଦେଖାଦେଇପାରେ । ତେଣୁ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟ ବାଣିଜ୍ୟରେ ଦ୍ରବ୍ୟ ହାନି ବା ଚୋରି ହେବାର ସମ୍ଭାବନା ରହିଛି। ପ୍ରତିକାର- ପାଞ୍ଚଟି ତ୍ରିଶାଖା ବେଲପତ୍ର ମହାଦେବଙ୍କୁ ଅର୍ପଣ କରନ୍ତୁ ।

ତୁଳା: ପ୍ରତ୍ୟେକଟି କାର୍ଯ୍ୟରେ ସଫଳ ହେବେ ଓ ଉତ୍ତମ ଭୋଜନ ପ୍ରାପ୍ତି ହେବ । ଶରୀର ସୁସ୍ଥ ରହିବ । ସମସ୍ତ ଆଶା ଅଭିଳାଷ ପୂରଣ ହେବ । କର୍ମକ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇବାର ସୁଯୋଗ ରହିଛି । ପ୍ରତିକାର- ଶ୍ରୀଗଣେଶଙ୍କ ପାଖରେ ସାତଟି  ବୁନ୍ଦି ଲଡୁ ଭୋଗଲାଗି କରନ୍ତୁ ।

ବିଛା: ଗୁରୁଜନମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ମହିଳାମାନେ ରାଜନୀତି କ୍ଷେତ୍ରରେ ନିଜର ସ୍ଥିତି ସୁଦୃଢ କରିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ପ୍ରତିକାର- ହନୁମାନଙ୍କୁ ଦର୍ଶନ କରନ୍ତୁ ଓ ସାତଟି ପେଡା ଭୋଗ କରନ୍ତୁ ।

ଧନୁ: ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ନୂତନ ଯାନ ବାହନ କିମ୍ବା ଭୂମି କ୍ରୟ କରିବାର ସୁଯୋଗ ରହିଛି । ମହିଳା ଓ ଛାତ୍ରଛାତ୍ରୀମାନେ ହସ ଖୁସିରେ ଦିନ କାଟିବେ। ପ୍ରତିକାର- କଦଳୀ ଗଛ ମୂଳରେ ହଳଦୀ ମିଶ୍ରିତ ଜଳ ପ୍ରଦାନ କରନ୍ତୁ ।

ମକର: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟଟିକୁ ସମ୍ପାଦନ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କର ସାହାଯ୍ୟ ସହାନୁଭୂତି ମିଳିବ। ଆର୍ଥିକ, ମାନସିକ,ଶାରୀରିକ ଅଭିବୃଦ୍ଧି ଘଟିବ। ପ୍ରତିକାର- ଅଶ୍ୱତଥ୍ ପତ୍ରଟିଏ ନିଜ ପାଖରେ ରଖନ୍ତୁ ।

କୁମ୍ଭ: ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣରେ ଦୁଃଖିତ ହେବେ । ଜମିବାଡି ଜନିତ ସମସ୍ୟାକୁ ନେଇ କୋର୍ଟ କଚେରୀର ଦ୍ୱାରସ୍ଥ ହୋଇପାରନ୍ତି । କର୍ମକ୍ଷେତ୍ରରେ ଷଡଯନ୍ତ୍ରର ଶିକାର ହୋଇପାରନ୍ତି ।

ମୀନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗି କ୍ଷତାକ୍ତ ହୋଇପାରେ । ତେଣୁ ସାବଧାନ ହୋଇ କାମ କରନ୍ତୁ । ବୃଥା ଭ୍ରମଣ, ଧନ ହାନୀ, ପ୍ରାଣପୀଡା ଦେଖାଦେଇପାରେ । ପ୍ରତ୍ୟେକଟି ଦିଗରେ ବାଦାନୁବାଦ ଦେଇ ଗତି କରିବାକୁ ପଡିବ । ପ୍ରତିକାର- କିଛି ଗହମରେ ଗୁଡ ମିଶାଇ ଗାଈକୁ ଖାଇବାକୁ ଦିଅନ୍ତୁ   ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story