୪ ଡିସେମ୍ବର, ରବିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ

ମେଷ: ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବାର ଆଶଙ୍କା ରହିଛି। ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି। ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ ଗୃହ ନିର୍ମାଣ […]

Horoscope

Horoscope

Jitendra Garnayak
  • Published: Sunday, 04 December 2022
  • Updated: 04 December 2022, 07:41 AM IST

Sports

Latest News

ମେଷ: ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବାର ଆଶଙ୍କା ରହିଛି। ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି।

ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ।

କର୍କଟ: ପିତା-ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖା ଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କର୍ମକ୍ଷେତ୍ରରେ ପୂର୍ବ ସମସ୍ୟା ଦୂର ହୋଇଯିବ।

ସିଂହ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଭ୍ରମଣ ଯୋଗୁ କ୍ଳାନ୍ତ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ଉପକୃତ ହେବେ। ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସନ୍ତାନସନ୍ତତିମାନେ ଆଜ୍ଞାଧୀନ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଖର୍ଚ୍ଚ ବଢ଼ିବ।

ତୁଳା:ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ହାତକୁ ନେଇଥିବା ଯୋଜନାଗୁଡ଼ିକ ଠିକ୍ ଭାବେ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପାରେ।

ବିଛା: କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ସମସ୍ତ କ୍ଷେତ୍ରରେ ବିଜୟୀ ହେବେ। ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ।

ଧନୁ: ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ।

ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ଢଙ୍ଗରେ ଗ୍ରହଣ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ, ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ।

କୁମ୍ଭ: କୌଣସି ଅଜଣା ବ୍ୟକ୍ତିଙ୍କ ଠାରୁ ଉପକୃତ ହେବେ। ପିତା-ମାତାଙ୍କ ସ୍ନେହଶ୍ରଦ୍ଧା, ସହାନୁଭୂତି ଓ ଆଶୀର୍ବାଦ ମିଳିବ। ନିଜର ଦକ୍ଷତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଦିନର ଆଶା ପୂରଣ ହେବ।

ମୀନ: ଆଶା ଓ ଆଶଙ୍କା ଦେଇ ଗତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story