୫ ଡିସେମ୍ବର, ରବିବାର: ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ

ମେଷ: ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆପଣଙ୍କ ବ୍ୟବହାର ପାଇଁ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ମନ ଭାରାକ୍ରାନ୍ତ ରହିବ। ବୃଷ: ଅପ୍ରିୟ ସତକଥା କହି ସମସ୍ତଙ୍କ ଆଗରେ ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ଝଗଡ଼ା ହୋଇପାରେ। କର୍କଟ: ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା […]

Horoscope

Horoscope

Jitendra Garnayak
  • Published: Sunday, 05 December 2021
  • Updated: 05 December 2021, 08:17 AM IST

ମେଷ: ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆପଣଙ୍କ ବ୍ୟବହାର ପାଇଁ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ମନ ଭାରାକ୍ରାନ୍ତ ରହିବ।

ବୃଷ: ଅପ୍ରିୟ ସତକଥା କହି ସମସ୍ତଙ୍କ ଆଗରେ ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ଝଗଡ଼ା ହୋଇପାରେ।

କର୍କଟ: ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖା ଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କ୍ଳାନ୍ତି ଅନୁଭବ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। କୌଣସି ଶୁଭ ଖବର ପାଇପାରନ୍ତି।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟ ପାଇଁ ଦିନଟି ମଧ୍ୟମ ଧରଣର ରହିବ।

ତୁଳା: ହାତକୁ ନେଇଥିବା ଯୋଜନା ଗୁଡ଼ିକୁ ଠିକ୍‌ ଭାବେ ସଂପୂର୍ଣ୍ଣ କରିବାରେ କଷ୍ଟ ହୋଇପାରେ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।

ବିଛା: ମନ ପ୍ରଫୁଲ୍ଲ ରହିବ। ମହିଳାମାନେ ଘରେ ଓ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଦେବେ।

ଧନୁ: ବ୍ୟବସାୟରେ କ୍ଷତି ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ମକର: ଆପଣ ଭଲ କଥା କହିଲେ ମଧ୍ୟ ପରିବାର ଲୋକେ ତାହାକୁ ଭୁଲ୍ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କଥା କହିବା ଭଲ ହେବ। ସୁସ୍ୱାଦୁ ଭୋଜନ ମିଳିବ।

କୁମ୍ଭ: କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ନିଜର ଦକ୍ଷତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଦିନର ଆଶା ପୂରଣ ହେବ।

ମୀନ: ଆଶା ଓ ଆଶଙ୍କା ଦେଇ ଗତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନ ଦେଖା ଦେଇପାରେ। ଅତୀତର କଥାକୁ ନେଇ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story