୫ ଜାନୁଆରୀ, ଶୁକ୍ରବାର: ବିରୋଧୀମାନେ ଚକ୍ରାନ୍ତ କରି ବିପଦରେ ପକାଇ ପାରନ୍ତି

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। କର୍ମକ୍ଷେତ୍ରରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ। ପ୍ରତିକାର– ଶ୍ରୀହନୁମାନ ଚାଳିଶା ସାତ ଥର ପାଠ କରନ୍ତୁ। ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ତଥା ଆଜ୍ଞାଧୀନ ହେବେ। ବ୍ୟବସାୟ ବାଣିଜ୍ୟରେ ଆୟ ବଢ଼ିବ। ମିଥୁନ: ପାରିବାରିକ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ବହୁଦିନର ଆଶା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ […]

Daily Horoscope

Daily Horoscope

Jitendra Garnayak
  • Published: Friday, 05 February 2021
  • Updated: 05 February 2021, 08:32 AM IST

Sports

Latest News

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। କର୍ମକ୍ଷେତ୍ରରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ। ପ୍ରତିକାର- ଶ୍ରୀହନୁମାନ ଚାଳିଶା ସାତ ଥର ପାଠ କରନ୍ତୁ।

ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ତଥା ଆଜ୍ଞାଧୀନ ହେବେ। ବ୍ୟବସାୟ ବାଣିଜ୍ୟରେ ଆୟ ବଢ଼ିବ।

ମିଥୁନ: ପାରିବାରିକ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ବହୁଦିନର ଆଶା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ।

କର୍କଟ: ପାରିବାରିକ ଦ୍ୱନ୍ଦ୍ୱ ଓ ଶାରୀରିକ ଅସୁସ୍ଥତାକୁ ନେଇ ଚିନ୍ତିତ ରହିବେ। ବିରୋଧୀମାନେ ଚକ୍ରାନ୍ତ କରି ବିପଦରେ ପକାଇ ପାରନ୍ତି। ବୃତ୍ତିଗତ ବ୍ୟବସାୟରେ ବାଧା ସୃଷ୍ଟିହେବ। ପ୍ରତିକାର- ସାତଟି ଧଳା କନିଅର ଫୁଲ ଶ୍ରୀଗଣେଶଙ୍କୁ ଚଢ଼ାନ୍ତୁ।

ସିଂହ: ଶରୀର ସୁସ୍ଥ ଓ ମନ ପ୍ରଫୁଲ୍ଲ ରହିବ। ଉତ୍ତମ ଭୋଜନ ପ୍ରାପ୍ତିହେବ। ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ହାସଲ କରିବେ। କୌଣସି ନୂତନ ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଯୋଗ୍ୟ ବିବେଚିତ ହେବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନ କାଟିବେ। ଗାଡ଼ି ଚଳାଇ ଗଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ।
ପ୍ରତିକାର- ଶ୍ରୀ ବିଷ୍ଣଙ୍କୁ୧୧ଟି ତୁଳସୀ ମଞ୍ଜରୀ ଅର୍ପଣ କରନ୍ତୁ।

ତୁଳା: ନିଜ ମନ ପସନ୍ଦର କାମ କରିବାକୁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ବସ୍ତ୍ର ଓ ଅଳଙ୍କାର ଜାତୀୟ ବ୍ୟବସାୟରେ ଭଲ ଲାଭ ପାଇବେ।

ବିଛା: ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ। ସପରିବାରେ କୌଣସି ଦର୍ଶନୀୟ ସ୍ଥାନ ଭ୍ରମଣରେ ଯାଇପାରନ୍ତି। ଗବେଷଣା କରୁଥିବା ଛାତ୍ରଛାତ୍ରୀମାନେ ସଫଳତା ପାଇବେ।

ଧନୁ: ଆଳସ୍ୟ ଓ ଅବହେଳା ଯୋଗୁଁ ସୁଯୋଗ ହାତଛଡ଼ା ହୋଇଯିବ। ସାମାନ୍ୟ କଥାକୁ ନେଇ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେତୁ କ୍ଳାନ୍ତି ଅନୁଭବ କରିବେ।

ମକର: ବକେୟା ଅର୍ଥକୁ ନେଇ ଯୁକ୍ତିତର୍କ ଓ ମତଭେଦ ଦେଖାଦେଇପାରେ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ।

କୁମ୍ଭ: ଉପସ୍ଥିତ ବୁଦ୍ଧି ବଳରେ ସମସ୍ୟାର ସରଳ ସମାଧାନ କରିବେ। ମହିଳାମାନେ ଜନକଲ୍ୟାଣ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ। କୌଣସି ଅନୁଷ୍ଠାନ ତରଫରୁ ସମ୍ମାନିତ ହେବାର ସମ୍ଭାବନା ରହିଛି।

ମୀନ: ରାଜନେତାମାନେ ସମାଜରେ ଆଦରଣୀୟ ହେବେ। ଗୁପ୍ତଶତ୍ରୁମାନେ ପରାଜିତ ହେବେ। ଫଳରେ ମନରେ ଶାନ୍ତି ଦେଖାଦେବ। ନିର୍ମାଣାଧୀନ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story