୫ ଜୁଲାଇ, ସୋମବାର: ସବୁ କାର୍ଯ୍ୟରେ ସଫଳ ହେବେ

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ। ବୃଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବହୁ ଦିନର ଆଶା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇ ଆୟ ବୃଦ୍ଧି ହେବ। ମିଥୁନ: ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ। ସାମାଜିକ ପ୍ରତିଷ୍ଠା ଏବଂ ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ରହିବ। କର୍କଟ: ପାରିବାରିକ ସମସ୍ୟାର ସମାଧାନ […]

germany-fan.jpg1

germany-fan.jpg1

Jitendra Garnayak
  • Published: Monday, 05 July 2021
  • Updated: 05 July 2021, 07:39 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବହୁ ଦିନର ଆଶା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇ ଆୟ ବୃଦ୍ଧି ହେବ।

ମିଥୁନ: ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ। ସାମାଜିକ ପ୍ରତିଷ୍ଠା ଏବଂ ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ରହିବ।

କର୍କଟ: ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁସ୍ୱାଦୁ ଖାଦ୍ୟ ଖାଇବେ।

ସିଂହ: ଦାମ୍ପତ୍ୟ ଜୀବନ ଭଲରେ କଟିବ। ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ବେଶ୍ ଭଲ ରହିବ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ମିଳିବ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିଶ୍ରମ ଅନୁସାରେ ଆଶାଜନକ ପାରିଶ୍ରମିକ ମିଳିବ। ରାସ୍ତାରେ ଯା’ଆସ କଲା ବେଳେ ସାବଧାନତା ଅବଲମ୍ବନ କରନ୍ତୁ।

ତୁଳା: ସବୁ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ଆଶାଜନକ ଲାଭ ମିଳିବ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ପ୍ରିୟଭାଜନ ହେବେ।

ବିଛା: ସୁସ୍ଥ ରହିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ।

ଧନୁ: ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଲାଗି ରହିଥିବା ଅଶାନ୍ତିର ସମାଧାନ ହେବ। ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟ ବଢ଼ାଇବାକୁ ନୂଆ ଯୋଜନା ପ୍ରସ୍ତୁତ କରିବେ। ସହକର୍ମୀଙ୍କ ସାହାଯ୍ୟ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।

କୁମ୍ଭ: ଦିନଟି ଶୁଭଫଳ ପ୍ରଦାନ କରିବ। ପୂର୍ବ ଅପେକ୍ଷା ଆୟ ବଢ଼ିବ। ସମସ୍ତଙ୍କ ସହିତ ସୁସମ୍ପର୍କ ବଜାୟ ରହିବ।

ମୀନ: କାର୍ଯ୍ୟ ବ୍ୟସ୍ତ ରହିବେ। କୌଣସି କାରଣରୁ ମନ ଭାରାକ୍ରାନ୍ତ ହୋଇପାରେ। ବ୍ୟବସାୟରେ କମ୍‌ ଲାଭ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story