୫ ଅକ୍ଟୋବର, ମଙ୍ଗଳବାର: କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି

ମେଷ: ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ମିଳିବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ। ବୃଷ: ମନୋବଳ ବୃଦ୍ଧି ପାଇବ। ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ। ମିଥୁନ: ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ଦେଖାଦେବ। ପରିବାରରେ ଅତୀତର କୌଣସି ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କର୍କଟ: ସତର୍କ ରୁହନ୍ତୁ। ନିଜ ଜିଦ୍‌ରେ ଅଟଳ ରହିପାରନ୍ତି। ଯେଉଁ କାର୍ଯ୍ୟ ପାଇଁ ଚିନ୍ତା କରୁଥିଲେ, ଆଜି […]

Horoscope

Horoscope

Jitendra Garnayak
  • Published: Tuesday, 05 October 2021
  • Updated: 05 October 2021, 08:35 AM IST

Sports

Latest News

ମେଷ: ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ମିଳିବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ।

ବୃଷ: ମନୋବଳ ବୃଦ୍ଧି ପାଇବ। ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ।

ମିଥୁନ: ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ଦେଖାଦେବ। ପରିବାରରେ ଅତୀତର କୌଣସି ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

କର୍କଟ: ସତର୍କ ରୁହନ୍ତୁ। ନିଜ ଜିଦ୍‌ରେ ଅଟଳ ରହିପାରନ୍ତି। ଯେଉଁ କାର୍ଯ୍ୟ ପାଇଁ ଚିନ୍ତା କରୁଥିଲେ, ଆଜି ତାହା ସଂପୂର୍ଣ୍ଣ ହେବ।

ସିଂହ: ଆତ୍ମୀୟମାନେ ଶତ୍ରୁ ଭଳି ଆଚରଣ କରିବେ। ମାନସିକ ଅଶାନ୍ତି ଦେଖାଯିବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କନ୍ୟା: ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ବରଂ ବିଶ୍ୱାସ କରି ଉପକୃତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ।

ତୁଳା: ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। କ୍ରୟବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ। କୋଣସି ଘଟଣା ମନକୁ ବିବ୍ରତ କରିପାରେ।

ବିଛା: ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସମାଧାନ ହୋଇଯିବ। ଶୁଭ ଖବର ପାଇବେ। ପଢ଼ାପଢ଼ିରେ ମନ ଦେବେ।

ଧନୁ: ନିଜ ଲୋକମାନେ ଦୂରେଇ ଯାଇ ପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ। କୌଣସି କାମ ଅଟକିବ ନାହିଁ।

ମକର: ହଠାତ୍ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ହେତୁ ଚିନ୍ତିତ ରହିବେ। ଆଶାନୁଯାୟୀ ଅର୍ଥ ମିଳିବ। କର୍ମକ୍ଷେତ୍ରରେ ସଫଳତା ମିଳିବ।

କୁମ୍ଭ: କର୍ମକ୍ଷେତ୍ରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପନ୍ନ ହେବ। ଅନ୍ୟମାନଙ୍କର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି।

ମୀନ: ଭାବପ୍ରବଣ ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ତରବରିଆ ଭାବେ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ନହେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story