୬ ଡିସେମ୍ବର, ସୋମବାର: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ

ମେଷ: ବନ୍ଧୁମାନଙ୍କ ଠାରୁ ସାହାଯ୍ୟ ପାଇବେ। ପରିବାରରେ ଥିବା ବିଭିନ୍ନ ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରିବେ। ବୃଷ: ମାନସିକ ଅସ୍ଥିରତା ଦେଖାଦେବ। ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ଗତକାଲି ଠାରୁ ଯେଉଁ ବିଷୟକୁ ନେଇ ଚିନ୍ତିତ ରହିଛନ୍ତି, ସେଥିରେ ଶୁଭ ଫଳ ମିଳିବ। କର୍କଟ: ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତ୍ୟେକ କ୍ଷେତ୍ରରେ […]

Horoscope

Horoscope

Jitendra Garnayak
  • Published: Monday, 06 December 2021
  • Updated: 06 December 2021, 07:54 AM IST

Sports

Latest News

ମେଷ: ବନ୍ଧୁମାନଙ୍କ ଠାରୁ ସାହାଯ୍ୟ ପାଇବେ। ପରିବାରରେ ଥିବା ବିଭିନ୍ନ ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରିବେ।

ବୃଷ: ମାନସିକ ଅସ୍ଥିରତା ଦେଖାଦେବ। ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ଗତକାଲି ଠାରୁ ଯେଉଁ ବିଷୟକୁ ନେଇ ଚିନ୍ତିତ ରହିଛନ୍ତି, ସେଥିରେ ଶୁଭ ଫଳ ମିଳିବ।

କର୍କଟ: ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ।

ସିଂହ: ବିଳମ୍ବ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ। ସମସ୍ୟା ଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ଅର୍ଥବ୍ୟୟ ହେବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସଭାସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।

ତୁଳା: ଯାହା ପାଇବା ପାଇଁ ଆଶା ରଖିଛନ୍ତି, ତାହା ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟକୁ ପୁଣି ଆରମ୍ଭ କରିବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ଅନ୍ୟଙ୍କୁ କୈଫିୟତ ଦେବାକୁ ପଡ଼ିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ଶେଷ ହେବ। ଆୟର ନୂଆ ସ୍ରୋତ ମିଳିବ। କ୍ରୀଡ଼ା କ୍ଷେତ୍ରରେ ଥିବା ଲୋକଙ୍କୁ ସଫଳତା ମିଳିବ।

ଧନୁ: ଦୂର ଯାତ୍ରା କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ଦିଗରେ ବନ୍ଧୁ ସହାୟକ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।

ମକର: ପୁରାତନ ରୋଗରୁ ମୁକ୍ତି ମିଳିବ। ଶତ୍ରୁମାନେ ସମସ୍ୟା ସୃଷ୍ଟି କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖା ଦେଇପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଅସନ୍ତୁଷ୍ଟ ହେବେ। କୌଣସି ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ସବୁ କଥାକୁ ହାଲୁକାରେ ନେଲେ କ୍ଷତିରେ ପଡ଼ିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story