ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବ। ବୃଷ: ପିଲାମାନଙ୍କ କାର୍ଯ୍ୟ ଚିନ୍ତାଜନକ ହୋଇପାରେ। କୌଣସି ଉତ୍ତମ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ ହୋଇଯିବ। ମିଥୁନ: ଶରୀରର କୌଣସି ଅଙ୍ଗରେ ପୀଡ଼ା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କୌଣସି ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ। ସଉଦା କିଣିବା ସମୟରେ ସତର୍କ ନ […]

Late Nanda Kishore Patnaik

Late Nanda Kishore Patnaik

Jitendra Garnayak
  • Published: Tuesday, 01 June 2021
  • Updated: 05 June 2021, 08:00 AM IST

Sports

Latest News

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବ।

ବୃଷ: ପିଲାମାନଙ୍କ କାର୍ଯ୍ୟ ଚିନ୍ତାଜନକ ହୋଇପାରେ। କୌଣସି ଉତ୍ତମ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ ହୋଇଯିବ।

ମିଥୁନ: ଶରୀରର କୌଣସି ଅଙ୍ଗରେ ପୀଡ଼ା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।

କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କୌଣସି ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ। ସଉଦା କିଣିବା ସମୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। କୌଣସି କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମଟିକୁ ସଂପୂର୍ଣ୍ଣ କରିବେ।

କନ୍ୟା: ପାରିବାରିକ ସମସ୍ୟା ବଢ଼ିପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହିବ। ନକାରାତ୍ମକ ଚିନ୍ତାଧାରା ମନକୁ ଭାରାକ୍ରାନ୍ତ କରିବ।

ତୁଳା: କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା ସୁଯୋଗଟି ଆସିବ, କିନ୍ତୁ ଆପଣ ତା’ର ସଦ୍‌ ଉପଯୋଗ କରିପାରିବେ ନାହିଁ।

ବିଛା: ସମାଲୋଚନାର ଶିକାର ହେବେ। ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ଧନୁ: କାହାରି ବ୍ୟକ୍ତିଗତ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାରରେ ସମସ୍ତଙ୍କ ସହ ଉତ୍ତମ ବୁଝାମଣା ରଖନ୍ତୁ।

ମକର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବାକୁ ପ୍ରୟାସ କରିବେ। ଭାଇ ମାନଙ୍କ ସହିତ ବିବାଦ ହୋଇପାରେ। ଆର୍ଥିକ କ୍ଷେତ୍ରଟି ସୁଦୃଢ଼ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସାମ୍ବାଦିକତା କ୍ଷେତ୍ରରେ ଥିବା ଲୋକେ ସୁଫଳ ପାଇବେ। ଆଶା ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତି ହେବ।

ମୀନ: କୌଣସି ବନ୍ଧୁଙ୍କ ସହିତ ସଂପର୍କରେ ତିକ୍ତତା ଦେଖାଦେଇପାରେ। ବ୍ୟବସାୟରେ ଭଲ ଲାଭ ମିଳିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବାକୁ ଚେଷ୍ଟା କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story