Advertisment

୬ ନଭେମ୍ବର, ରବିବାର: ସବୁ କଥାକୁ ହାଲୁକା ଭାବେ ଗ୍ରହଣ କରି କ୍ଷତିରେ ପଡ଼ିବେ

ମେଷ: ଆଜି କ୍ୟାରିୟରରେ ସୁଧାର ଆଣିବା ପାଇଁ ଦିନଟି ଭଲ ହେବ। ଗୁପ୍ତଶତ୍ରୁ ଭୟ ମନକୁ ବ୍ୟତିବ୍ୟସ୍ତ କରାଇବ। ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ। ବୃଷ: ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବ। ଧନ, ମାନସମ୍ମାନ ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ଅର୍ଥ ମିଳିବ। ଦାମ୍ପତ୍ୟ ଜୀବନ ଭଲ ରହିବ। ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ବାଟ ଉନ୍ମୁକ୍ତ କରିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର […]

୨ ଜାନୁଆରୀ, ରବିବାର: ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ

Horoscope

Advertisment

ମେଷ: ଆଜି କ୍ୟାରିୟରରେ ସୁଧାର ଆଣିବା ପାଇଁ ଦିନଟି ଭଲ ହେବ। ଗୁପ୍ତଶତ୍ରୁ ଭୟ ମନକୁ ବ୍ୟତିବ୍ୟସ୍ତ କରାଇବ। ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ।

Advertisment

ବୃଷ: ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବ। ଧନ, ମାନସମ୍ମାନ ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ଅର୍ଥ ମିଳିବ। ଦାମ୍ପତ୍ୟ ଜୀବନ ଭଲ ରହିବ।

ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ବାଟ ଉନ୍ମୁକ୍ତ କରିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ।

Advertisment

କର୍କଟ: ପାରିବାରିକ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।

ସିଂହ: ଆଜି ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କରି କ୍ଷତିରେ ପଡ଼ିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ସବୁ କାର୍ଯ୍ୟ ଭଲରେ ସମାପ୍ତ ହେବ।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ ରହିବ। ବନ୍ଧୁଙ୍କର ପୂରା ସହଯୋଗ ପାଇବେ। ଧନପ୍ରାପ୍ତି ହେବ।

ତୁଳା: ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟକୁ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରି ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଆୟ ବଢ଼ିବ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ବେଶ୍ ଭଲ ରହିଛି।

ଧନୁ: ପାରିବାରିକ ସମସ୍ୟାର ସମାଧାନ ହେବ। ସଭାସମିତି କାର୍ଯ୍ୟରେ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡ଼ିପାରେ।

ମକର: କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। ସବୁ କଥାକୁ ହାଲୁକା ଭାବେ ଗ୍ରହଣ କରି କ୍ଷତିରେ ପଡ଼ିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe