୬ ସେପ୍ଟେମ୍ବର, ସୋମବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ ଜୀବନ ଭଲରେ କଟିବ। ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଘଟିବ। ଘରକୁ ଅତିଥି ଆସିପାରନ୍ତି। ମିଥୁନ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ନେଇ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘରର ବାତାବରଣ ଭଲ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କର୍କଟ: ଆଜି ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ ଅସୁବିଧା ଦେଖାଦେବ। କର୍ମକ୍ଷେତ୍ରରେ […]

RASI

RASI

Tapaswini Nayak
  • Published: Monday, 06 September 2021
  • Updated: 06 September 2021, 11:43 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ ଜୀବନ ଭଲରେ କଟିବ।

ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଘଟିବ। ଘରକୁ ଅତିଥି ଆସିପାରନ୍ତି।

ମିଥୁନ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ନେଇ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘରର ବାତାବରଣ ଭଲ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

କର୍କଟ: ଆଜି ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ ଅସୁବିଧା ଦେଖାଦେବ। କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।

କନ୍ୟା:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ।

ତୁଳା: ଆଜି ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ମିଳିବ। କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।

ବିଛା: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।  କାର୍ଯ୍ୟ କ୍ଷେତ୍ରରେ ଶୃଙ୍ଖଳିତ ଆଚରଣ ପାଇଁ ସମ୍ମାନିତ ହୋଇପାରନ୍ତି।  ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି।

ଧନୁ: ସମସ୍ତ ଦିଗରୁ ସଫଳତା ମିଳିବ। ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ମକର: ଆଶା ପୂରଣ ହେବ। ମାନ-ସମ୍ମାନ ବଢ଼ିବ। ପରିବାରରେ ପୂର୍ବରୁ ଲାଗି ରହିଥିବା ଅଶାନ୍ତି ଦୂର ହେବ।

କୁମ୍ଭ: ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ।  କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ।

ମୀନ: ନିଜ ବିବେକ ଅନୁଯାୟୀ କାର୍ଯ୍ୟ କରିବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story