ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବୃଷ: ମନ ବିଚଳିତ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ମିଥୁନ: ଜଗି ରଖି କାର୍ଯ୍ୟ କରନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ। କର୍କଟ: ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସିଂହ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା […]

Horoscope

Horoscope

Jitendra Garnayak
  • Published: Saturday, 08 May 2021
  • Updated: 08 May 2021, 07:57 AM IST

ମେଷ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ମନ ବିଚଳିତ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ମିଥୁନ: ଜଗି ରଖି କାର୍ଯ୍ୟ କରନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

କର୍କଟ: ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବାପାଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ଉଚ୍ଚ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

ବିଛା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରେ ସୁଖଶାନ୍ତିର ପରିବେଶ ରହିବ। ନୂତନ କାମ କରିବାର ସୁଯୋଗ ପାଇପାରନ୍ତି।

ମକର: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ରଚନାତ୍ମକ ଓ କଳାତ୍ମକ ଶକ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ଭଲ ରହିବ। ସହଯୋଗୀମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ।

ମୀନ: ଦିନଟି ଭଲରେ କଟିବ। ଋଣ ଦିଅନ୍ତୁ ନାହିଁ। ଶତ୍ରୁମାନେ ଦୁର୍ବଳ ହେବେ ଓ ଆୟର ପନ୍ଥା ସହଜ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos