ଜୁଲାଇ ୧୧, ଶନିବାର: ଘରକୁ ଅତିଥି ଆସିପାରନ୍ତି

ମେଷ: କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପାଖ ପଡ଼ୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାପାମା’ଙ୍କ ଆଶୀର୍ବାଦ ମିଳିବ।ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅଳଙ୍କାର କିଣିପାରନ୍ତି।

ଧନୁ: ସାମାଜିକ କାର୍ଯ୍ୟରେ ଯୋଗଦେବେ।  ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ସାହାଯ୍ୟ ଓ ସହାନୁଭୂତି ଲାଭ କରିବେ। ଅସୁସ୍ଥ ଅନୁଭବ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ମୀନ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

 

ଆହୁରି ପଢ଼ନ୍ତୁ

୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୫୬ ହଜାରରୁ ଅଧିକ ପଜିଟିଭ,୯୦୪ ମୃତ

ଜମ୍ମୁ-କଶ୍ମୀରରେ ପୁଣି ଜଣେ ବିଜେପି ନେତାଙ୍କ ହତ୍ୟା

୬ ଅଗଷ୍ଟ, ଗୁରୁବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ଆମେରିକା ହେଲା ରାମମୟ

ସୁଶାନ୍ତ ପୂର୍ବତନ ମ୍ୟାନେଜର ଦିଶାଙ୍କ ଶବ ବ୍ୟବଚ୍ଛେଦରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଆଇବିପିଏସ୍‌ରେ ୧୧୫୭ଟି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପ୍ରେମିକା ପାଇଁ ଜାଳୁଥିଲେ ମହମବତୀ, ଜଳିଗଲା ଘର