ଜୁଲାଇ ୪, ଶନିବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ନୂତନ କାର୍ଯ୍ୟ କରିବାକୁ ପ୍ରେରଣା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ମନକୁ ସ୍ଥିର ରଖନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅସୁସ୍ଥ ଅନୁଭବ କରିବେ। ମିଥୁନ: ଯେଉଁ କାମ ଆରମ୍ଭ କରିବେ ତାହା ସଂପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: […]

astrology-1234

Tapaswini Nayak
  • Published: Saturday, 04 July 2020
  • , Updated: 04 July 2020, 07:55 AM IST

ମେଷ: ନୂତନ କାର୍ଯ୍ୟ କରିବାକୁ ପ୍ରେରଣା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ମନକୁ ସ୍ଥିର ରଖନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅସୁସ୍ଥ ଅନୁଭବ କରିବେ।

ମିଥୁନ: ଯେଉଁ କାମ ଆରମ୍ଭ କରିବେ ତାହା ସଂପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମଧ୍ୟାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ ନାହିଁ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆତ୍ମ ବିଶ୍ୱାସ ବଢ଼ିବ। ଶରୀର ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

Related story