ଜୁଲାଇ ୭, ମଙ୍ଗଳବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ

ମେଷ: ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡିକ ସମାଧାନ ହେବ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଅଧିକ ପରିଶ୍ରମ କରି ପାରନ୍ତି। ମିଥୁନ: ଉଦସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଉଚ୍ଚ ଅଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କର୍କଟ: ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ସ୍ୱାସ୍ଥ୍ୟର […]

rashi5

rashi5

Tapaswini Nayak
  • Published: Tuesday, 07 July 2020
  • Updated: 07 July 2020, 07:50 AM IST

ମେଷ: ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡିକ ସମାଧାନ ହେବ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଅଧିକ ପରିଶ୍ରମ କରି ପାରନ୍ତି।

ମିଥୁନ: ଉଦସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଉଚ୍ଚ ଅଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

କର୍କଟ: ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। କଥା ଉପରେ ସଂଯମ ରଖନ୍ତୁ।
କନ୍ୟା: ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ହୋଇପାରେ। କୌଣିସି କଥାକୁ ନେଇ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରିପାରନ୍ତି।

ତୁଳା: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

ବିଚ୍ଛା: ପରିବାରରେ ହସ ଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ବନ୍ଧୁଙ୍କ ଠାରୁ ଉପହାର ମିଳିବ।
ଧନୁ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ କଟିବ। ଚାକିରି ଓ ବ୍ୟବସାୟରେ ସହକର୍ମୀଙ୍କ ସହଯୋଗ ମିଳିବ।
ମକର: ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। ଅଫିସରେ ଉଚ୍ଚ ଅଧିକାରୀଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ସହ ବନ୍ଧୁତା ହୋଇପାରେ। ବୈବାହିକ ଜୀବନ ଭଲରେ କଟିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରେ ପୂଜା ପାଠ କରି ପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story