୨୩ ସେପ୍ଟେମ୍ବର, ବୁଧବାର: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ପର୍କିତ ମାମଲାରେ ଟିକେ ସତର୍କ ରୁହନ୍ତୁ। ବୃଷ: ଅଧିକ ଚିନ୍ତିତ ରହିବେ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ଜୀବନସାଥୀଙ୍କ ସହଯୋଗ ମିଳିବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ। କର୍କଟ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ଶାନ୍ତି ଓ ଆନନ୍ଦର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ […]

hhhhhhh-1

Tapaswini Nayak
  • Published: Wednesday, 23 September 2020
  • , Updated: 23 September 2020, 07:58 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ପର୍କିତ ମାମଲାରେ ଟିକେ ସତର୍କ ରୁହନ୍ତୁ।

ବୃଷ: ଅଧିକ ଚିନ୍ତିତ ରହିବେ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଜୀବନସାଥୀଙ୍କ ସହଯୋଗ ମିଳିବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ।

କର୍କଟ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ଶାନ୍ତି ଓ ଆନନ୍ଦର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଅର୍ଥ କାରବାରକୁ ନେଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କୋର୍ଟ କଚେରୀ ମାମଲାରୁ ଦୂରେଇ ରୁହନ୍ତୁ।

କନ୍ୟା: ଅଟକି ରହିଥିବା ଧନ ମିଳିବ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ଯାତ୍ରାର ଯୋଗ ରହିଛି।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମଧ୍ୟାହ୍ନ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା: ମାନ-ସମ୍ମାନ ମିଳିବ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର: ଖର୍ଚ୍ଚ ବଢ଼ିବ। ମାଲିମକଦ୍ଦମାରେ ବିଜୟୀ ହେବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ଶୁଣି ପାରନ୍ତି।

Related story