ଜୁଲାଇ ୨୯, ବୁଧବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆତ୍ମସମୀକ୍ଷା କରିବାକୁ ବାଧ୍ୟ ହେବେ। ଶରୀର ଫୂର୍ତ୍ତି ରହିବ। ବୃଷ: ପ୍ରତି କାର୍ଯ୍ୟରେ ପରିପକ୍ୱତାର ପରିଚୟ ଦେବେ। ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ। ମିଥୁନ: ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ। ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। […]

90-2

90-2

Tapaswini Nayak
  • Published: Wednesday, 29 July 2020
  • Updated: 29 July 2020, 08:14 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆତ୍ମସମୀକ୍ଷା କରିବାକୁ ବାଧ୍ୟ ହେବେ। ଶରୀର ଫୂର୍ତ୍ତି ରହିବ।

ବୃଷ: ପ୍ରତି କାର୍ଯ୍ୟରେ ପରିପକ୍ୱତାର ପରିଚୟ ଦେବେ। ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ। ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ତୁଳା: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଛା: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story