୨୫ ସେପ୍ଟେମ୍ବର,ଶୁକ୍ରବାର; ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ

ମେଷ: ବିଗିଡ଼ିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରନ୍ତୁ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ: ଶୁଭକାମ କରି ପ୍ରଶଂସିତ ହେବେ। ଧାର୍ମିକ ସାହିତ୍ୟ ପଢ଼ିବା ପାଇଁ ରୁଚି ବଢ଼ିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ: ମନରୁ ଭୟ ଓ ଆଶଙ୍କା ଦୂରେଇଯିବ। ସାମାଜିକ ସ୍ତରରେ ମାନ ସମ୍ମାନ ଲାଭ କରିବେ। ମାଆ ବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ସତ୍ୟର ସାମ୍ନା କରିବାକୁ ପଡ଼ିପାରେ। ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁ ସଂପର୍କ ସ୍ଥାପନ ହୋଇପାରେ। ପାରିବାରିକ ଜୀବନ ସୁଖମୟ ହେବ।

ସିଂହ: ଲୋକ ସଂପର୍କ ବଢ଼ିବ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ସମାଜରେ ମାନ-ସମ୍ମାନ ମିଳିବ।

କନ୍ୟା: ଆର୍ଥିକ ସହାୟତା ମିଳିବ। ଆଶା କରୁଥିବା କାମ ସଂପୂର୍ଣ୍ଣ ହୋଇଯିବ। ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ।

ତୁଳା: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ମାଆବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା: କଠିନ ପରିଶ୍ରମର ଫଳ ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ସନ୍ତାନପକ୍ଷର ଚିନ୍ତା ଦୂର ହୋଇଯିବ। ଶତ୍ରୁମାନେ ଦୂରେଇଯିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ।

ମକର: ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଦକ୍ଷତା ଲୋକଙ୍କୁ  ପ୍ରଭାବିତ କରିପାରେ। ଶତ୍ରୁଙ୍କ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ।

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଶୁଭ ସମ୍ବାଦ ପାଇ ଖୁସି ହେବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ: ପାରିବାରିକ ସ୍ଥିତି ସନ୍ତୋଷଜନକ ରହିବ। କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ମଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।

ଆହୁରି ପଢ଼ନ୍ତୁ

ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ନୂଆ ପଦକ୍ଷେପ

୨୨ଅକ୍ଟୋବର, ଗୁରୁବାର: ଶରୀରରେ ଆଘାତ ଲାଗିପାରେ

ସିରାଜ ଓ ଚହଲଙ୍କ ଚମକ, ୮୪ ରନରେ ଅଟକିଲା କୋଲକାତା

ଟସ୍ ଜିତିଲା କେକେଆର୍, ରସେଲ୍‌ ଆଉଟ୍

ଚେନ୍ନାଇକୁ ବଡ଼ ଝଟକା: ଆଇପିଏଲରୁ ବ୍ରାଭୋ ଆଉଟ

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ଅକ୍ଷୟ ଓ କିଆରାଙ୍କ ଫିଲ୍ମ ‘ଲକ୍ଷ୍ମୀ ବମ୍’

କରୋନା ଚିକିତ୍ସାରେ କାମ ଦେଉନି ପ୍ଲାଜମା ଥେରାପି

୨୧ଅକ୍ଟୋବର,ବୁଧବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ପୁଣି ଶତକ ମାରିଲେ ଧୱନ, ପଞ୍ଜାବ ଆଗରେ ୧୬୫ ରନ୍‌ର ଟାର୍ଗେଟ

ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ: ଡେବ୍ୟୁ କରିବେ ସାମ୍ସ, କମବ୍ୟାକ୍‌ କଲେ ପନ୍ତ

ପାରିବାରିକ ବିବାଦ ଯୋଗୁ ଲଣ୍ଡନ ଚାଲି ଯାଇଛନ୍ତି କି ସିନ୍ଧୁ? ଦେଲେ ସ୍ପଷ୍ଟୀକରଣ

ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ କ’ଣ କହିବେ ପ୍ରଧାନମନ୍ତ୍ରୀ ମୋଦି