୨୭ ସେପ୍ଟେମ୍ବର, ରବିବାର: କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ

ମେଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ବୃଷ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି ଗରିବ ବ୍ୟକ୍ତିଙ୍କୁ ଫଳ ଦାନ କରନ୍ତୁ। କର୍କଟ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ। ସିଂହ: […]

hhhhhhh-1

Tapaswini Nayak
  • Published: Sunday, 27 September 2020
  • , Updated: 27 September 2020, 07:34 AM IST

ମେଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ।

ବୃଷ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି ଗରିବ ବ୍ୟକ୍ତିଙ୍କୁ ଫଳ ଦାନ କରନ୍ତୁ।

କର୍କଟ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ।

ସିଂହ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ଜମି କିଣିବାର ଯୋଗ ରହିଛି। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ତୁଳା: କାର୍ଯ୍ୟରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜ କଥା ନିୟନ୍ତ୍ରଣ କରନ୍ତୁ, ନ ହେଲେ ବିବାଦରେ ପଡ଼ିପାରନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଚାକିରି କ୍ଷେତ୍ରରେ ଦାୟିତ୍ୱ ବଦଳିପାରେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ମିଳିବ। ଘରଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମୀନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହେବ। ବିଦେଶରୁ ଶୁଭ ଖବର ଶୁଣିବେ।

Related story