୩ ଅକ୍ଟୋବର,ଶନିବାର: ଘରକୁ ଅତିଥି ଆସିପାରନ୍ତି

ମେଷ: କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପାଖ ପଡ଼ୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। […]

hhhhhhh-1

Tapaswini Nayak
  • Published: Saturday, 03 October 2020
  • , Updated: 03 October 2020, 08:05 AM IST

ମେଷ: କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପାଖ ପଡ଼ୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାପାମା’ଙ୍କ ଆଶୀର୍ବାଦ ମିଳିବ।ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅଳଙ୍କାର କିଣିପାରନ୍ତି।

ଧନୁ: ସାମାଜିକ କାର୍ଯ୍ୟରେ ଯୋଗଦେବେ।  ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ସାହାଯ୍ୟ ଓ ସହାନୁଭୂତି ଲାଭ କରିବେ। ଅସୁସ୍ଥ ଅନୁଭବ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ମୀନ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

 

Related story