୭ ସେପ୍ଟେମ୍ବର, ମଙ୍ଗଳବାର: କର୍ମକ୍ଷେତ୍ରରେ ଅସ୍ଥିରତା ଦେଖାଦେଇପାରେ

ମେଷ: ବକେୟା ଅର୍ଥ ହସ୍ତଗତ ହେବ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ସମସ୍ୟାର ସମାଧାନ କରିବେ। ବୃଷ: ବାରମ୍ବାର ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ମିଳିବ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମିଥୁନ: ନୂତନ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁମାନେ ପ୍ରୋତ୍ସାହିତ କରିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭ ପ୍ରଦ ହେବ। ବହୁ ଦିନର ସ୍ୱପ୍ନ ଆଜି ବାସ୍ତବରେ ପରିଣତ ହୋଇପାରେ। କର୍କଟ: କର୍ମକ୍ଷେତ୍ରରେ ଅସ୍ଥିରତା ଦେଖାଦେଇପାରେ। […]

RASI

RASI

Tapaswini Nayak
  • Published: Tuesday, 07 September 2021
  • Updated: 07 September 2021, 07:59 AM IST

ମେଷ: ବକେୟା ଅର୍ଥ ହସ୍ତଗତ ହେବ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ସମସ୍ୟାର ସମାଧାନ କରିବେ।

ବୃଷ: ବାରମ୍ବାର ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ମିଳିବ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ମିଥୁନ: ନୂତନ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁମାନେ ପ୍ରୋତ୍ସାହିତ କରିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭ ପ୍ରଦ ହେବ। ବହୁ ଦିନର ସ୍ୱପ୍ନ ଆଜି ବାସ୍ତବରେ ପରିଣତ ହୋଇପାରେ।

କର୍କଟ: କର୍ମକ୍ଷେତ୍ରରେ ଅସ୍ଥିରତା ଦେଖାଦେଇପାରେ। ନିଜର ଲୋକ ବିରୁଦ୍ଧାଚରଣ କରିବେ। ସାମାନ୍ୟ କଥାକୁ ବଡ଼ କରି କଳହ ହୋଇପାରେ।

ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।  ଘରକୁ ଅତିଥି ଆସିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ମାନ-ସମ୍ମାନ ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବହୁ ଦିନର ବକେୟା ଦରମା ହସ୍ତଗତ ହେବ।

ତୁଳା:  ଦିନଟି ଭଲରେ କଟିବ।  ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ଅଧିକ ଲାଭ ହେବ।

ବିଛା: ସ୍ୱାସ୍ଥ୍ୟ ଠିକ୍ ରହିବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ।

ଧନୁ: ବନ୍ଧୁଙ୍କ ସହ ମନାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ। ଯେତେ ଭଲ କାମ କଲେ ମଧ୍ୟ ନିନ୍ଦା ଅପନିନ୍ଦା ପାଇବେ।

ମକର: ପରିବାର ଲୋକଙ୍କ ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।

କୁମ୍ଭ: ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ।  ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ।

ମୀନ: ମାଲି ମକଦ୍ଦମାରେ ସଫଳତା ପାଇବେ। ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଅଶାନ୍ତି ଓ ବିବାଦ ଦେଖାଦେବ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story