୮ ଅକ୍ଟୋବର, ଗୁରୁବାର: ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମେଷ: ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ  ମନ ଭଲ ରହିବ। ସନ୍ତାନଙ୍କ ଦିଗରୁ ଶୁଭ ସମ୍ବାଦ ପାଇ ଖୁସି ହେବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ବୃଷ:  ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେବେ। ମାଆ ବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ। ମିଥୁନ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। […]

hhhhhhh-1

hhhhhhh-1

Tapaswini Nayak
  • Published: Thursday, 08 October 2020
  • Updated: 08 October 2020, 08:01 AM IST

Sports

Latest News

ମେଷ: ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ  ମନ ଭଲ ରହିବ। ସନ୍ତାନଙ୍କ ଦିଗରୁ ଶୁଭ ସମ୍ବାଦ ପାଇ ଖୁସି ହେବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:  ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେବେ। ମାଆ ବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲିଯିବ।

କର୍କଟ: ପାରିବାରିକ ବ୍ୟବସ୍ଥା  ପରିବର୍ତ୍ତନ ସାଙ୍ଗକୁ  ଅର୍ଥ ସଂକଟରୁ ମୁକ୍ତି ମିଳିବ। କମ ପରିଶ୍ରମରେ ଆଶାଜନକ  ଫଳପ୍ରାପ୍ତି ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢାଇବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ: ବ୍ୟବସାୟରେ ଆଶାଜନକ  ସଫଳତା ହାସଲ କରିବେ। ଅଧିକାରୀଙ୍କ ଠାରୁ  ସହଯୋଗ ମିଳିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ  କରିବା ଫଳରେ ପ୍ରଶଂସିତ ହେବେ।

କନ୍ୟା: ସମାଜ ସେବାରେ ସ୍ୱନାମ ଅର୍ଜନ କରି ପାରିବେ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସମସ୍ତ ବ୍ୟବସାୟରେ ପ୍ରଚୁର  ଲାଭ ପାଇବେ।

ତୁଳା: ଶାରୀରିକ ଓ ମାନସିକ ଅସ୍ଥିରତା  ଦେଖାଦେବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା: ସାମ୍ବାଦିକମାନେ ପ୍ରଶଂସିତ ହେବେ। ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ଠାରୁ  ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ।

ଧନୁ: ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ  ଚେଷ୍ଟା ଜାରି ରଖିବେ। ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ।

ମକର:  ସାମାଜିକ  ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମସ୍ୟା  ଦୂର ହୋଇ  ଦୈନିକ  କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।

କୁମ୍ଭ: ସଂପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗ ପୀଡାରୁ ଉପଶମ ପାଇବେ।

ମୀନ: ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକମାନଙ୍କର ପଦମର୍ଯ୍ୟଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ ମାମଲାରେ କର୍ମଚାରୀମାନଙ୍କ ଦ୍ୱାରା ଲାଭବାନ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story