୩ ଜାନୁଆରୀ, ରବିବାର, ଗୁପ୍ତ ଶତ୍ରୁମାନେ ଚକ୍ରାନ୍ତ କରି ବିପଦରେ ପକାଇପାରନ୍ତି

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ଅସଫଳତା ଦେଖା ଦେବ। କର୍ମକ୍ଷେତ୍ରରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁ ଭଳି ଆଚରଣ କରିବେ। ପ୍ରତିକାର- ହନୁମାନ ଚାଳିଶା ସାତ ଥର ପାଠ କରନ୍ତୁ ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ହେବେ। ବ୍ୟବସାୟରେ ଆୟ ବୃଦ୍ଧି ଘଟିବ। ପ୍ରତିକାର- ଧଳାରଙ୍ଗର ରୁମାଲ ଟିଏ ନିଜ ପାଖରେ ରଖନ୍ତୁ ମିଥୁନ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। […]

rashi5

rashi5

Madhupriya Mistry
  • Published: Sunday, 03 January 2021
  • Updated: 03 January 2021, 07:46 AM IST

Sports

Latest News

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ଅସଫଳତା ଦେଖା ଦେବ। କର୍ମକ୍ଷେତ୍ରରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁ ଭଳି ଆଚରଣ କରିବେ।

ପ୍ରତିକାର- ହନୁମାନ ଚାଳିଶା ସାତ ଥର ପାଠ କରନ୍ତୁ

ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ହେବେ। ବ୍ୟବସାୟରେ ଆୟ ବୃଦ୍ଧି ଘଟିବ।

ପ୍ରତିକାର- ଧଳାରଙ୍ଗର ରୁମାଲ ଟିଏ ନିଜ ପାଖରେ ରଖନ୍ତୁ

ମିଥୁନ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବହୁଦିନର ଆଶା ଅଭିଳାଶା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ।

ପ୍ରତିକାର- ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ

କର୍କଟ: ପାରିବାରିକ ଦ୍ୱନ୍ଦ୍ୱ ଓ ଶାରୀରିକ ଅସୁସ୍ଥତାକୁ ନେଇ ଚିନ୍ତିତ ରହିବେ। ଗୁପ୍ତ ଶତ୍ରୁମାନେ ଚକ୍ରାନ୍ତ କରି ବିପଦରେ ପକାଇପାରନ୍ତି। ବୃତ୍ତିଗତ ବ୍ୟବସାୟରେ ବାଧାବିଘ୍ନ ସୃଷ୍ଟି ହେବ।

ପ୍ରତିକାର- ସାତଟି ଧଳା କନିଅର ଫୁଲ ଗଣେଶଙ୍କୁ ଚଢାନ୍ତୁ

ସିଂହ: ଶରୀର ସୁସ୍ଥ, ମନ ପ୍ରଫୁଲ୍ଲ ରହିବ ଓ ଉତ୍ତମ ଭୋଜନ ପ୍ରାପ୍ତି ହେବ। ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ଲାଭ କରିବେ। କୌଣସି ନୂତନ ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

ପ୍ରତିକାର- ସୂର୍ଯ୍ୟ ନାରାୟଣଙ୍କୁ ଗୁଡପାଣିରେ ଅର୍ଘ୍ୟ ପ୍ରଦାନ କରନ୍ତୁ

କନ୍ୟା: ପ୍ରତ୍ୟେକଟି କ୍ଷେତ୍ରରେ ଯୋଗ୍ୟ ବିବେଚିତ ହେବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନ କଟାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କୁ ୧୧ଟି ତୁଳସୀ ମଞ୍ଜରୀ ଅର୍ପଣ କରନ୍ତୁ

ତୁଳା: ନିଜ ମନ ପସନ୍ଦର କାମ କରିବାକୁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନ ସମ୍ମାନ, ଯଶ ଗୌରବ ପ୍ରାପ୍ତି ହେବ। ବସ୍ତ୍ର ଅଳଙ୍କାର ଜାତୀୟ ବ୍ୟବସାୟରେ ଲାଭବାନ ହେବେ।

ପ୍ରତିକାର- କଉଡିଟିଏ ନିଜ ପାଖରେ ରଖି କାର୍ଯ୍ୟ ଆରମ୍ଭ କରନ୍ତୁ

ବିଛା: ମହିଳାମାନେ ଗୃହ ପ୍ରତି ଯତ୍ନଶୀଳ ହେବେ। ପରିବାର ସହ କୌଣସ ଦର୍ଶନୀୟ ସ୍ଥାନ ଭ୍ରମଣରେ ଯାଇପାରନ୍ତି। ଗବେଷଣାରତ ଛାତ୍ରଛାତ୍ରୀମାନେ ସଫଳତା ପାଇବେ।

ପ୍ରତିକାର- ହନୁମାନଙ୍କ ପାଖରେ ସାତଟି ଲାଲ୍ ମନ୍ଦାର ଫୁଲ ଚଢାନ୍ତୁ

ଧନୁ: ଆଳସ୍ୟ ଓ ଅବହେଳା ଯୋଗୁଁ ସୁଯୋଗ ହାତଛ଼ଡା ହୋଇଯିବ। ସାମାନ୍ୟ କଥାକୁ ନେଇ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେତୁ କ୍ଲାନ୍ତି ଅନୁଭବ କରିବେ।

ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ

ମକର: ବକେୟା ଅର୍ଥକୁ ନେଇ ଯୁକ୍ତିତର୍କ ମତଭେଦ ଦେଖା ଦେଇପାରେ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ।

ପ୍ରତିକାର- ୨୧ଟି ରାଶି ଲଡୁ ଶ୍ରୀ ଗଣେଶଙ୍କ ପାଖରେ ଭୋଗ କରି ଛୋଟ ପିଲାଙ୍କୁ ବାଣ୍ଟନ୍ତୁ

କୁମ୍ଭ: ନିଜ ଉପସ୍ଥିତ ବୁଦ୍ଧି ବଳରେ ସମସ୍ୟାର ସରଳ ସମାଧାନ କରିବେ। ମହିଳାମାନେ ଜନ କଲ୍ୟାଣ ମୂଳକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସିତ ହେବେ। କୌଣସି ଅନୁଷ୍ଠାନ ତରଫରୁ ସମ୍ମାନିତ ହେବାର ସମ୍ଭାବନା ରହିଛି।

ପ୍ରତିକାର- କୁଆକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ମୀନ: ରାଜନେତାମାନେ ଜନ ସମାଜରେ ଆଦରଣୀୟ ହେବେ। ଗୁପ୍ତଶତ୍ରୁମାନେ ପରାଜିତ ହେବେ । ଯାହା ଫଳରେ ମନରେ ଶାନ୍ତି ଦେଖା ଦେବ। ନିର୍ମାଣଧୀନ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଁଞ୍ଚାଇବେ।

ପ୍ରତିକାର- ଜଳରେ କିଛି ହଳଦୀ ମିଶାଇ ସ୍ନାନ କରନ୍ତୁ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story