୨ ମେ’, ସୋମବାର: ଅତ୍ୟଧିକ କାର୍ଯ୍ୟଭାର ଚାପରେ ବ୍ୟତିବ୍ୟସ୍ତ ହୋଇପଡ଼ିବେ

ମେଷ: ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ବୃଷ: ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ। ମିଥୁନ: ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ। କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ […]

RASI

RASI

Tapaswini Nayak
  • Published: Monday, 02 May 2022
  • Updated: 02 May 2022, 07:53 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।

ବୃଷ: ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ।

କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସିଂହ: ମନ ଅସ୍ଥିର ରହିବ। କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।

କନ୍ୟା: ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅତ୍ୟଧିକ କାର୍ଯ୍ୟଭାର ଚାପରେ ବ୍ୟତିବ୍ୟସ୍ତ ହୋଇପଡ଼ିବେ। ସହଯୋଗୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଠିକ୍‌ ସମୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ ।

ବିଛା: ନିଜର ଭୁଲ କାର୍ଯ୍ୟକୁ ନେଇ କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି।  ପରିବାରରେ ମତଭେଦ ହେବା ଦ୍ୱାରା ମାନସିକ ଅଶାନ୍ତି ପାଇବେ । ବନ୍ଧୁଙ୍କ ସାହାଯ୍ୟ ପାଇ ପରିସ୍ଥିତିକୁ ମୁକାବିଲା କରିପାରିବେ।

 ଧନୁ: ଅତ୍ୟଧିକ ପରିଶ୍ରମ ସତ୍ତ୍ୱେ ସମସ୍ତ ଚେଷ୍ଟା ବୃଥା ଯିବ । ନୂତନ ବ୍ୟବସାୟ ଆରମ୍ଭ ପାଇଁ ଯୋଜନା କରିବେ । ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ।

 ମକର: କର୍ମକ୍ଷେତ୍ରରେ ସହଯୋଗୀଙ୍କଠାରୁ ଅସହଯୋଗ ପାଇବେ । ନିଜର ମନ ପସନ୍ଦର ଦ୍ରବ୍ୟ ନଷ୍ଟ କିମ୍ବା ଚୋରୀ ହୋଇଯାଇପାରେ । ଆଘାତ ଲାଗିପାରେ, ଦେଖି ଚାହିଁ ଯାତାୟତ କରନ୍ତୁ।

କୁମ୍ଭ: କର୍ମକ୍ଷେତ୍ରରେ ଶୁଭଫଳ ପାଇବେ।  ବ୍ୟବସାୟରେ ଲାଭବାନ ହେବେ । ସୁଖାଦ୍ୟ ଭୋଜନ ସହ ବନ୍ଧୁମିଳନ ହୋଇପାରେ ।

ମୀନ: ନୂତନ କାର୍ଯ୍ୟଭାର ହାତକୁ ନେଇ ସମ୍ପୂର୍ଣ୍ଣ କରିବେ । ଉଚ୍ଚପଦାଧୀକାରୀଙ୍କ ଦ୍ୱାରା ସମ୍ମାନିତ ହୋଇପାରନ୍ତି। ପାରିବାରିକ ଶାନ୍ତି ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story