୧୧ ନଭେମ୍ବର, ବୁଧବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମାନ-ସମ୍ମାନ ମିଳିବ। ବୃଷ: ଶରୀର ସୁସ୍ଥ ରହିବ। ପିଲାମାନେ ପାଠ ପଢ଼ାରେ ମନ ଦେବେ। ଗାଈକୁ ଖାଇବାକୁ ଦିଅନ୍ତୁ। ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସିଂହ: ମନ  ବିଚଳିତ […]

hhhhhhh-1

hhhhhhh-1

Tapaswini Nayak
  • Published: Wednesday, 11 November 2020
  • Updated: 11 November 2020, 08:19 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମାନ-ସମ୍ମାନ ମିଳିବ।

ବୃଷ: ଶରୀର ସୁସ୍ଥ ରହିବ। ପିଲାମାନେ ପାଠ ପଢ଼ାରେ ମନ ଦେବେ। ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ସିଂହ: ମନ  ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁଜନଙ୍କୁ ପ୍ରାଣମ କରନ୍ତୁ।

ତୁଳା: କଠିନ ପରିଶ୍ରମ କରିବେ। ପରିବାରରେ ହସ ଖୁସିର ପରିବେଶ ରହିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା: ଶୁଭ ଖବର ଶୁଣି ଖୁସି ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ଧନୁ: ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଋଣ ଦିଅନ୍ତୁ ନାହିଁ। କଳା ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଶରୀରରେ ଆଘାତ ଲାଗିପାରେ।

କୁମ୍ଭ: ସାହାଯ୍ୟ ଓ ସହାନୁଭୂତି ଲାଭ କରିବେ। ଅସୁସ୍ଥ ଅନୁଭବ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ମୀନ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story