୩୧ ମାର୍ଚ୍ଚ, ବୁଧବାର: ଆର୍ଥିକ ଉନ୍ନତି ହେବ

ମେଷ: ଶରୀର ସୁସ୍ଥ ରହିବା ସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ବୃଷ: ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଶ୍ୱେତ ଚନ୍ଦନ କର୍ପୂର ମିଶାଇ ମସ୍ତକରେ […]

Horoscope

Horoscope

Madhupriya Mistry
  • Published: Wednesday, 31 March 2021
  • Updated: 31 March 2021, 07:57 AM IST

Sports

Latest News

ମେଷ: ଶରୀର ସୁସ୍ଥ ରହିବା ସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ: ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଶ୍ୱେତ ଚନ୍ଦନ କର୍ପୂର ମିଶାଇ ମସ୍ତକରେ ଲଗାନ୍ତୁ।

ମିଥୁନ: ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ଶତ୍ରୁ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହୋଇପାରେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ପ୍ରତିକାର- ମହୁ ଖାଇ ଘରୁ ବାହାରନ୍ତୁ।

କର୍କଟ: ସାମାଜିକ ପତିଆରା ଅମଳିନ ରହିବ। ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷା ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ରାସ୍ତା ଘାଟରେ ସାବାଧାନର ସହ ଯାତାୟତ କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ: ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା: ସମାଜ ସେବା ଫଳରେ ସୁନାମ ଅର୍ଜନ କରିବେ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- ମାଦକ ଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ମାନସମ୍ମାନ ଅତୁଟ ରହିବ। ସରକାରୀ କାମରେ ସୁଫଳ ପାଇ ପାରନ୍ତି। ପ୍ରତିକାର- ଶ୍ୱେତ ଚନ୍ଦନ କର୍ପୂର ମିଶାଇ ମସ୍ତକରେ ଧାରଣ କରନ୍ତୁ।

ବିଛା: ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। ଅଚାନକ ଧନ ପ୍ରାପ୍ତି ହେବା ସମ୍ଭାବନା ରହିଛି। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ: ସରକାରୀ କ୍ଷେତ୍ରରେ ଯଶ, କାର୍ତ୍ତି, ମାନସମ୍ମାନ ମିଳିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରିବାରରେ ଲାଭ ପାଇବାର ଯୋଗ ଅଛି। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର: ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମାଆ ବାପା ଓ ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ: ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବାର ସୁଯୋଗ ରହିଛି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ମୀନ: ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଦିଗକୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story