୪ ଏପ୍ରିଲ, ରବିବାର: ସତର୍କତା ଅବଲମ୍ବନ କରନ୍ତୁ

ମେଷ: ନିଜର ତୀକ୍ଷ୍ଣ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନୂତନ ସ୍ଥାନ ପରିଭ୍ରମଣର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- `ଘୃଣି ସୂର୍ଯ୍ୟାୟ ନମଃ’  ଏହି ମନ୍ତ୍ର ଜପ କରି ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ। ବୃଷ: ଶତୃମାନେ ପରାଜୟ ସ୍ୱୀକାର କରି ମିତ୍ରତାର ହାତ ବଢ଼ାଇବେ। ଶରୀର ସୁସ୍ଥ ରହିବ ଓ ଯାତ୍ରା ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି […]

Horoscope

Horoscope

Madhupriya Mistry
  • Published: Sunday, 04 April 2021
  • Updated: 04 April 2021, 08:14 AM IST

Sports

Latest News

ମେଷ: ନିଜର ତୀକ୍ଷ୍ଣ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନୂତନ ସ୍ଥାନ ପରିଭ୍ରମଣର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- `ଘୃଣି ସୂର୍ଯ୍ୟାୟ ନମଃ'  ଏହି ମନ୍ତ୍ର ଜପ କରି ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ।

ବୃଷ: ଶତୃମାନେ ପରାଜୟ ସ୍ୱୀକାର କରି ମିତ୍ରତାର ହାତ ବଢ଼ାଇବେ। ଶରୀର ସୁସ୍ଥ ରହିବ ଓ ଯାତ୍ରା ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ ଓ ପ୍ରଶଂସାର ଅଧିକାରୀ ହେବେ। ପ୍ରତିକାର- ସାତ ଜଣ ଛୋଟ ପିଲାଙ୍କୁ ସାତଟି ଚକୋଲେଟ ବାଣ୍ଟନ୍ତୁ।

ମିଥୁନ: ବନ୍ଧୁବାନ୍ଧବଙ୍କ ସହ ଅଯଥା ଯୁକ୍ତିତର୍କ ମତପାର୍ଥକ୍ୟ ଦେଖାଦେଇପାରେ। କୌଣସି ଖାଦ୍ୟର ଅନିୟମିତତା ହେତୁ ସ୍ୱାସ୍ଥ୍ୟ ଖରାପ ହୋଇଯାଇପାରେ ତେଣୁ ସାବଧାନ ରୁହନ୍ତୁ। ପ୍ରତ୍ୟେକଟି କାର୍ଯ୍ୟରେ ବାଧାବିଘ୍ନ ଘାତ ପ୍ରତିଘାତ ଦେଖାଦେଇପାରେ। ପ୍ରତିକାର- ତୁଳସୀ ଚଉରା ମୂଳରେ ଜଳ ପ୍ରଦାନ କରନ୍ତୁ ଓ ତୁଳସୀ ମୂଳର ମାଟିକୁ ମଥାରେ ଲଗାନ୍ତୁ।

କର୍କଟ: ପାରିବାରିକ ମନୋମାଳିନ୍ୟ ଦୂରହୋଇ ସୁଖଶାନ୍ତି ଦେଖାଦେଖ। ନିଜ ଲୋକମାନଙ୍କ ପ୍ରେରଣା ପାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। ମହିଳାମାନେ ପ୍ରଶଂସନୀୟ ହେବେ। ପ୍ରତିକାର- ଡାଳିମ୍ବ ଗଛ ମୂଳରେ କଞ୍ଚା କ୍ଷୀରରେ ଅରୁଆ ଚାଉଳ ମିଶାଇ ଢାଳନ୍ତୁ।

ସିଂହ: ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଲାଗି ରହିଥିବା ସମସ୍ୟା ଗୁଡିକର ସମାଧାନ ହୋଇଯିବ। ମାନ ସମ୍ମାନ ଓ ପ୍ରତିଷ୍ଠା ଲାଭ କରିବେ। ପ୍ରତିକାର- ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ଆକସ୍ମିକ ଦୁର୍ଘଟଣା ଘଟିପାରେ ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ବ୍ୟବସାୟ ବାଣିଜ୍ୟରେ ଦ୍ରବ୍ୟ ହାନୀ ବା ଚୋରି ହେବାର ସମ୍ଭାବନା ରହିଛି। ପ୍ରତିକାର- ୫ଟି ତ୍ରିଶାଖା ବେଲପତ୍ର ମହାଦେବଙ୍କୁ ଅର୍ପଣ କରନ୍ତୁ।

ତୁଳା: ପ୍ରତ୍ୟେକଟି କାର୍ଯ୍ୟରେ ସଫଳ ହେବେ ଓ ଉତ୍ତମ ଭୋଜନ ପ୍ରାପ୍ତି ହେବ। ଶରୀର ସୁସ୍ଥ ରହିବା ସହ ସମସ୍ତ ଆଶା ଅଭିଳାଷା ପୂରଣ ହେବ। କର୍ମକ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇବାର ସୁଯୋଗ ରହିଛି। ପ୍ରତିକାର- ଶ୍ରୀଗଣେଶଙ୍କ ପାଖରେ ସାତଟି ବୁନ୍ଦିଲଡୁ ଭୋଗ ଲଗାନ୍ତୁ।

ବିଛା: ଗୁରୁଜନମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମହିଳାମାନେ ରାଜନୀତି କ୍ଷେତ୍ରରେ ନିଜର ସ୍ଥିତି ସୁଦୃଢ କରିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ପ୍ରତିକାର- ହନୁମାନଙ୍କୁ ଦର୍ଶନ କରନ୍ତୁ ଓ ସାତଟି ପେଡା ଭୋଗ କରନ୍ତୁ।

ଧନୁ: ନିର୍ମାଣଧୀନ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ନୂତନ ଯାନବାହନ କିମ୍ବା ଭୂମି କ୍ରୟ କରିବାର ସୁଯୋଗ ରହିଛି। ମହିଳା ଓ ଛାତ୍ରଛାତ୍ରୀମାନେ ହସ ଖୁସିରେ ଦିନ କଟାଇବେ। ପ୍ରତିକାର- କଦଳୀ ଗଛ ମୂଳରେ ହଳଦୀ ମିଶ୍ରିତ ଜଳ ପ୍ରଦାନ କରନ୍ତୁ।

ମକର: ଦୁଃସାହସିକ ପଦକ୍ଷେପ ନେଇ କର୍ଯ୍ୟଟିକୁ ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କର ସାହାଯ୍ୟ ସହାନୁଭୂତି ମିଳିବ। ଆର୍ଥିକ, ମାନସିକ, ଶାରୀରିକ ଅଭିବୃଦ୍ଧି ଘଟିବ। ପ୍ରତିକାର- ଅଶ୍ୱତଥ୍ ପତ୍ରଟିଏ ନିଜ ପାଖରେ ରଖନ୍ତୁ।

କୁମ୍ଭ: ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣରେ ଦୁଃଖିତ ହେବେ। ଜମିବାଡି ଜନିତ ସମସ୍ୟାକୁ ନେଇ କୋର୍ଟ କଚେରୀର ଦ୍ୱାରସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ଷଡଯନ୍ତ୍ରର ଶିକାର ହୋଇପାରନ୍ତି। ପ୍ରତିକାର- କୁଆକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ: ଶରୀରର କୌଣସି ଅଙ୍ଗରେ ଆଘାତ ଲାଗି କ୍ଷତାକ୍ତ ହୋଇପାରେ ତେଣୁ ସାବଧାନ ହୋଇ କାମ କରନ୍ତୁ। ବୃଥା ଭ୍ରମଣ, ଧନହାନୀ ପ୍ରାଣପୀଡା ଦେଖାଦେଇପାରେ। ପ୍ରତ୍ୟେକଟି ଦିଗରେ ବାଦାନୁବାଦ ଦେଇ ଗତି କରିବାକୁ ପଡିବ। ପ୍ରତିକାର- ଗହମରେ ଗୁଡ ଗୋଳାଇ ଗାଈକୁ ଖାଇବାକୁ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story