ଏପ୍ରିଲ ୨୬, ସୋମବାର: ଶୁଭ ସୂଚନା ପାଇବେ

ମେଷ:  କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଶୁଭସୂଚନା ପାଇବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ।  ପ୍ରତିକାର- ମାଆ-ବାପା, ଗୁରୁଜନଙ୍କୁ ପ୍ରଣାମ କରନ୍ତୁ। ବୃଷ: ସହକର୍ମୀମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶି ଯାଇପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ […]

Horoscope

Horoscope

Madhupriya Mistry
  • Published: Monday, 26 April 2021
  • Updated: 26 April 2021, 08:03 AM IST

Sports

Latest News

ମେଷ:  କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଶୁଭସୂଚନା ପାଇବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ।  ପ୍ରତିକାର- ମାଆ-ବାପା, ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

ବୃଷ: ସହକର୍ମୀମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶି ଯାଇପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ: ଛାତ୍ରଛାତ୍ରୀମାନଙ୍କୁ ତାଙ୍କ ପରିଶ୍ରମର ଫଳ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ  ଜୀବନରେ ସୁଖ ଶାନ୍ତି ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ: ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି।  ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କିଣିବା ସୁଯୋଗ ରହିଛି। ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶାଇ ମସ୍ତକରେ ଲଗାନ୍ତୁ।

ସିଂହ: ସାମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସନ୍ତାନଙ୍କ ସମ୍ବନ୍ଧିତ ଶୁଭ ଖବର ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ଦହି ଚିନି ଖାଇ ଘରୁ ବାହାରନ୍ତୁ।

କନ୍ୟା: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତ୍ରୁ ବାଧା ଦୂରେଇ ଯାଇପାରେ। ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇପାରନ୍ତି। ହାତକୁ ନେଇଥିବା କାର୍ଯ୍ୟ ପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ।  ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା: ଶୁଭକାମ କରି ପ୍ରଶଂସିତ ହେବେ।  ପୁରାତନ ରୋଗର ଉପସମ ହେବା ସହ ବକେୟା ଅର୍ଥ କିଛି ଆଦାୟ ହେବ। ଜାଗା, ଜମି, ବାହନ ଆଦି କିଣିବା ସୁଯୋଗ ରହିଛି। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ଧନୁ: ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ମିଳିବ। ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି। ଉଚ୍ଚାଧିକାରୀ, ସହକର୍ମୀ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ପାଇ ମନୋବଳକୁ ବଢ଼ିବ। ପ୍ରତିକାର- ହଳଦି ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ମକର: ଶତ୍ରୁମାନେ ଦୁର୍ବଳ ହେବେ ଓ ଆୟର ପନ୍ଥା ସହଜ ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ଅତିବାହିତ କରିବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇପାରନ୍ତି। ପ୍ରତିକାର- ମାଆ-ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ: ସହଯୋଗୀମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇପାରନ୍ତି। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ କରି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ: ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିପାରେ। ନୂତନ କାମ କରିବାର ସୁଯୋଗ ପାଇପାରନ୍ତି। ପ୍ରତିକାର- ମିଶ୍ରି ଖାଇ ଘରୁ ବାହାରନ୍ତୁ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story