୨୫ ସେପ୍ଟେମ୍ବର, ରବିବାର: ଲାଭବାନ ହେବେ

ମେଷ: ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ମିଳିବ। ବୃଷ: ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ ଓ ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ମିଥୁନ: ଧନଧାନ୍ୟ, ଗୋସଂପଦ, ଭୂମି, […]

Horoscope

Horoscope

Madhupriya Mistry
  • Published: Sunday, 25 September 2022
  • Updated: 25 September 2022, 07:59 AM IST

Sports

Latest News

ମେଷ: ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ମିଳିବ।

ବୃଷ: ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ ଓ ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ।

ମିଥୁନ: ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ।

କର୍କଟ: ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ସହାୟତା ପାଇ ଘରୋଇ ସମସ୍ୟାର ସମାଧାନ ହେବ।

ସିଂହ: ଅନେକ ସମସ୍ୟାର ସମାଧାନ ହେବ। ପରିବାରରେ ହସ ଖୁସିରେ ବାତାବରଣ  ଖେଳିଯିବ। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ।

କନ୍ୟା: ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ ଓ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ଲାଭ  ମିଳିବ।

ତୁଳା: ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ। ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ।

ବିଚ୍ଛା: ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ।

ଧନୁ: ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ  ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ।

ମକର: ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍।

କୁମ୍ଭ: ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ।

ମୀନ: ଶାରିରୀକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ କାରବାର ସ୍ଥିତିରେ ସୁଧାର ଆସିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story