୧୭ ଡିସେମ୍ୱର, ସୋମବାର: ଦ୍ୱନ୍ଦ୍ୱରେ ରହିବେ

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ। ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ  ରହିଛି। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଣୁଣିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ […]

Rasi-Fala

Rasi-Fala

Jyoshna Pradhan
  • Published: Monday, 17 December 2018
  • Updated: 17 December 2018, 07:37 AM IST

Sports

Latest News

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।

ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ।

ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ  ରହିଛି।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଣୁଣିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ନୂତନ ପୋଷାକ କିଣି ପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ବିଚ୍ଛା:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ:ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

 କୁମ୍ଭ: ଦ୍ୱନ୍ଦ୍ୱରେ ରହିବେ। କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମନରେ ଏକାଗ୍ରତ ରହିବ ନାହିଁ।

 ମୀନ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story