ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।
ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ।
ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି।
କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଣୁଣିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।
ସିଂହ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା: ନୂତନ ପୋଷାକ କିଣି ପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ବିଚ୍ଛା:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ଧନୁ:ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମକର:ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।
କୁମ୍ଭ: ଦ୍ୱନ୍ଦ୍ୱରେ ରହିବେ। କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମନରେ ଏକାଗ୍ରତ ରହିବ ନାହିଁ।
ମୀନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।